ରାସନ ସାମଗ୍ରୀଠାରୁ ପନିପରିବା ଯାଏଁ ମହଙ୍ଗା ମାଡ଼ : ଦରବୃଦ୍ଧିରେ ହନ୍ତସନ୍ତ ଖାଉଟି, ବଜାର ଦର ନିୟନ୍ତ୍ରଣ ପାଇଁ…
ବାଲିଗୁଡ଼ା : ଦିନକୁ ଦିନ ବଢ଼ିଚାଲିଛି ନିତ୍ୟବ୍ୟବହାର୍ଯ୍ୟ ସାମଗ୍ରୀର ଦର। ରାସନ ସାମଗ୍ରୀଠାରୁ ଆରମ୍ଭ କରି ପନିପରିବା ପର୍ଯ୍ୟନ୍ତ ପ୍ରାୟ ସବୁ କ୍ଷେତ୍ରରେ ମହଙ୍ଗା ମାଡ଼ ଖାଉଟିଙ୍କ ଚିନ୍ତା ବଢ଼ାଇଦେଇଛି। ସୀମିତ ଆୟରେ ପରିବାର ଚଳାଉଥିବା ମଧ୍ୟବିତ୍ତ ଓ ଗରିବ ପରିବାର ଉପରେ ଏହାର ପ୍ରଭାବ!-->…