କ.ନୂଆଗାଁରେ ନୂତନ ଥାନା ଅଧିକାରୀଙ୍କ ଯୋଗଦାନ
ବାଲିଗୁଡା : କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ କ.ନୂଆଗାଁ ବ୍ଲକର ନୂତନ ଥାନା ଅଧିକାରୀ ଭାବେ ଅଶୋକ କୁମାର ହାଂସଦା କାର୍ଯ୍ୟରେ ଯୋଗ ଦେଇ ନିଜ ଦାୟିତ୍ୱ ଗ୍ରହଣ କରିଛନ୍ତି। ସେ ପୂର୍ବରୁ ଦାରିଙ୍ଗବାଡି ଥାନାରେ କାର୍ଯ୍ୟ କରି ବେଶ ସୁନାମ ଅର୍ଜନ କରିଥିଲେ। ଏଠାରେ ସେ ଯୋଗ ଦେବା!-->…