ପଞ୍ଚାୟତ ଓ ପୌର ନିର୍ବାଚନ ପ୍ରସ୍ତୁତି : ଭୋଟର ତାଲିକାକୁ ତ୍ରୁଟିମୁକ୍ତ କରିବାକୁ ଏସଇସିଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର : ୨୦୨୭ ପଞ୍ଚାୟତ ଓ ପୌର ନିର୍ବାଚନ ପ୍ରସ୍ତୁତି । ଜିଲ୍ଲାପାଳଙ୍କ ସହ ଏସ୍ ଇସିଙ୍କ ଭିଡିଓ ବୈଠକ । ଘରକୁ ଘର ସର୍ଭେ ନେଇ ଏସ୍ ଇସିଙ୍କ ଭିସି । ଭୋଟର ତାଲିକା ହେବ ତ୍ରୁଟିମୁକ୍ତ । ଏସ୍ ଇସି ଦେଲେ ବଡ଼ ନିର୍ଦ୍ଦେଶ । ୨୦୨୭ରେ ହେବାକୁ ଥିବା ପଞ୍ଚାୟତିରାଜ ସଂସ୍ଥା ଏବଂ…

ଯାତ୍ରୀଙ୍କ ସୁବିଧା ପାଇଁ ବିଏମ୍‌ସି ଓ ବିଡିଏର ସବୁଜ ପଦକ୍ଷେପ: ଜନପଥରେ ହେବ ନୂଆ ଟ୍ରାଫିକ୍ ଆଶ୍ରୟସ୍ଥଳ

ଭୁବନେଶ୍ୱର: ଯାତ୍ରୀଙ୍କ ସୁବିଧା ବୃଦ୍ଧି ଏବଂ ସହରର ସୌନ୍ଦର୍ଯ୍ୟକରଣ ଦିଗରେ ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ଓ ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ (ବିଡିଏ) ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେଇଛନ୍ତି । ଜନପଥ କରିଡର୍‌ର ପ୍ରମୁଖ ସ୍ଥାନଗୁଡ଼ିକରେ ଆଧୁନିକ ଟ୍ରାଫିକ୍ ଏବଂ…

ସେପ୍ଟେମ୍ବର ୨ ରେ ସରିବ SIR ପ୍ରକ୍ରିୟା, ଯାଞ୍ଚ ପରେ ୬ରେ ପ୍ରକାଶ ପାଇବ ଚୂଡ଼ାନ୍ତ ତାଲିକା

ଭୁବନେଶ୍ୱର: ଓଡ଼ିଶାରେ ଚାଲିଥିବା ସ୍ପେଶାଲ୍ ଇଣ୍ଟେନ୍ସିଭ୍ ରିଭିଜନ୍ (SIR) ଅର୍ଥାତ୍ ଭୋଟର ତାଲିକା ସଂଶୋଧନ ପ୍ରକ୍ରିୟାରେ ଦାଖଲ ହୋଇଥିବା ସମସ୍ତ ଅଭିଯୋଗ ଏବଂ ଦାବିଗୁଡ଼ିକର ସମାଧାନ ପ୍ରକ୍ରିୟା ସେପ୍ଟେମ୍ବର ୨ ତାରିଖରେ ସରିବ। ଏହି ଯାଞ୍ଚ ପରେ ସେପ୍ଟେମ୍ବର ୬, ୨୦୨୬ ରେ ଚୂଡ଼ାନ୍ତ ଭୋଟର…

ଏସଆଇଆର ଯାଞ୍ଚ ଓ ଶୁଣାଣି ପ୍ରକ୍ରିୟାକୁ ତ୍ୱରାନ୍ୱିତ କରିବା ପାଇଁ ଜିଲ୍ଲାପାଳଙ୍କ ନିର୍ଦ୍ଦେଶ

ଅଦ୍ୟାବଧି ଚୂଡ଼ାନ୍ତ ପ୍ରକାଶନ ପାଇଁ ୧୮ ଲକ୍ଷରୁ ଊର୍ଦ୍ଧ୍ୱ ଭୋଟରଙ୍କୁ ପାର୍କିଙ୍ଗରେ ରଖାଯାଇଛି ଛତ୍ରପୁର : ଗଞ୍ଜାମ ଜିଲ୍ଲାର ୧୩ଟି ବିଧାନସଭା ନିର୍ବାଚନମଣ୍ଡଳୀରେ ସ୍ୱତନ୍ତ୍ର ସଘନ ସଂଶୋଧନ -୨୦୨୬ ଅଧୀନରେ ଭୋଟର ତାଲିକା ଯାଞ୍ଚ ଓ ଶୁଣାଣି ପ୍ରକ୍ରିୟା ବ୍ୟାପକ ଭାବେ ଜାରି ରହିଛି।…

ଲଘୁଚାପ ଜନିତ ଲଗାଣ ବର୍ଷା: ଗଛ ପଡି ରାସ୍ତା ଅବରୋଧ

ବାଲିଗୁଡା : ଲଘୁଚାପ ଜନିତ ଲଗାଣ ବର୍ଷା ଲାଗିରହିଥିବାରୁ କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ବାଲିଗୁଡ଼ା ରୁ ରାଇକିଆ ଯିବା ରାସ୍ତାରେ ପିରିଗଡ଼ ପୂର୍ବରୁ ରାସ୍ତା ଉପରେ ଏକ ଗଛ ପଡ଼ିବା ଯୋଗୁଁ ଯାତାୟାତ ରେ ବାଧା ସୃଷ୍ଟି ହୋଇଥିଲା l ପ୍ରାୟ ଦୁଇଘଣ୍ଟା ରୁ ଉର୍ଦ୍ଧ ସମୟ ଧରି…

ପ୍ରଥମ ବନ୍ୟାରେ ଧୋଇଗଲା ୫ କୋଟି ବ୍ୟୟରେ ନିର୍ମିତ ରାସ୍ତା, ବହୁ ଗ୍ରାମକୁ ଯୋଗାଯୋଗ ବିଚ୍ଛିନ୍ନ

କଟକ: ବିକାଶ ନାଁରେ କେମିତି ଚାଲିଛି ମହା ଦୁର୍ନୀତି, ତାହାର ଏକ ଜ୍ୱଳନ୍ତ ଉଦାହରଣ ଦେଖିବାକୁ ମିଳିଛି କଟକ ଜିଲ୍ଲାରେ। ସାମାନ୍ୟ ବନ୍ୟା ପାଣି ମାଡ଼ରେ ତାସ୍ ଘର ପରି ଧୋଇଯାଇଛି ୫ କୋଟି ଟଙ୍କା ବ୍ୟୟରେ ନିର୍ମିତ ଏକ ନୂଆ ରାସ୍ତା। ସରକାରୀ ବାବୁ ଓ ଠିକାଦାରଙ୍କ ମଧୁଚନ୍ଦ୍ରିକା କେମିତି…

୨୦୨୭ ଜିଲ୍ଲା ଜନଗଣନା ହ୍ୟାଣ୍ଡବୁକ୍ ପ୍ରସ୍ତୁତି ନେଇ କାର୍ଯ୍ୟସୂଚୀ ଜାରି: ସମ୍ପୂର୍ଣ୍ଣ ଡିଜିଟାଲ୍ ପ୍ରଣାଳୀରେ ହେବ…

ଆଗାମୀ ତିନିଦିନ ମଧ୍ୟରେ ତଥ୍ୟ ସଂଗ୍ରହ କରି ଜିଲ୍ଲାପାଳଙ୍କ କାର୍ଯ୍ୟାଳୟକୁ ପ୍ରେରଣ କରିବା ପାଇଁ ନିର୍ଦ୍ଦେଶ ଛତ୍ରପୁର ତା ୨୧/୦୭ : ଭାରତ ସରକାରଙ୍କ ରେଜିଷ୍ଟ୍ରାର ଜେନେରାଲ ତଥା ଜନଗଣନା ଆୟୁକ୍ତଙ୍କ କାର୍ଯ୍ୟାଳୟ ପକ୍ଷରୁ 'ଜିଲ୍ଲା ଜନଗଣନା ହ୍ୟାଣ୍ଡବୁକ୍-୨୦୨୭' ପ୍ରସ୍ତୁତି ନିମନ୍ତେ…

ଗଞ୍ଜାମ ଜିଲ୍ଲାରେ ହୋଟେଲ ଗୁଡିକ ରେ ଚାଇନା ସାଲଟ ବହୁଳ ଭାବେ ବ୍ୟବହାର….!

ପଇସା ଦେଇ ଗ୍ରାହକ ଜାହେର ଖାଉଛନ୍ତି…..!ବ୍ରହ୍ମପୁର: ଗଞ୍ଜାମ ଜିଲ୍ଲାର ଗାଁ ରୁ ସହର ପର୍ଯ୍ୟନ୍ତ ହୋଟେଲ ଗୁଡିକରେ ଚାଇନା ସାଲଟ୍ ବିଭିନ୍ନ ଖାଦ୍ୟରେ ବହୁଳ ଭାବେ ବ୍ୟବହାର ହେଉଛି। ଚାଇନା ସାଲଟ୍ କୁ ବ୍ୟବହାର କଲେ ବିଭିନ୍ନ ପ୍ରକାର ରୋଗ ହେଉଥିବାର ନଜିର ରହିଛି। ହେଲେ ଜିଲ୍ଲାର କୋଣ ଅନୁକୋଣ…

ମହୁରୀ କାଳୁଆ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ବୃକ୍ଷରୋପଣ କାର୍ଯ୍ୟକ୍ରମ

ବାଲିପଡ଼ା : ସ୍ଥାନୀୟ ମହୁରୀ କାଳୁଆ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପ୍ରାଙ୍ଗଣରେ ଅଧ୍ୟକ୍ଷ ଡ଼ଃ ପ୍ରସନ୍ନ କୁମାର ବିଷୋୟୀଙ୍କ ନେତୃତ୍ୱରେ ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି | ଇତ୍ୟବସରରେ ଲାଞ୍ଜିଆ ସମିତି ସଭ୍ୟ ତଥା ବିଶିଷ୍ଟ ଶିକ୍ଷାବିତ୍ ଶ୍ରୀ କାହ୍ନୁ ଚରଣ ପାତ୍ର ଏଵଂ ସ୍ଥାନୀୟ…

ନାବାଳିକାକୁ ଦୁଷ୍କର୍ମ ପରେ ଗର୍ଭପାତ: କଙ୍ଗାରୁ କୋର୍ଟ ବିଚାରପତି ଗିରଫ ଓ କୋର୍ଟ ଚାଲାଣ…

ନୟାଗଡ଼:ନୟାଗଡ଼ ଜିଲ୍ଲା ଓଡ଼ଗାଁ ଥାନା ବାହାଡ଼ାଝୋଲା ଫାଣ୍ଡି କପ୍ତାପଲ୍ଲି ପଞ୍ଚାୟତ ବଡଦୁରୁପା ଗ୍ରାମ୍ୟ ପରିଚାଳନା କମିଟି ସଭାପତି ତଥା କଙ୍ଗାରୁ କୋର୍ଟର ବିଚାରପତି ଅନୁସୂଚିତ ଜନଜାତିର ସୋମନାଥ ଜାନୀକୁ ଓଡ଼ଗାଁ ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଛି।ଜାମିନ ଖାରଜ ହେବାରୁ ବିଚାର…