ଯତରା ର ତୃତୀୟ ସନ୍ଧ୍ୟା – ସଲମାନ୍ ଅଲ୍ଲୀ ଙ୍କ ଦ୍ଵାରା ତାରକା ରାତ୍ରି ଅନୁଷ୍ଠିତ…
ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲ୍ଲା ମହୋତ୍ସବ ର ତୃତୀୟ ସନ୍ଧ୍ୟା । ଏହି ଅବସର ରେ ମୁଖ୍ୟ ଅତିଥି ଭାବେ ଓଡ଼ିଶା ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀ ସୁରେଶ ପୂଜାରୀ ଯୋଗ ଦେଇଥିଲେ। ସମ୍ମାନିତ ଅତିଥି ଭାବେ ସୁନ୍ଦରଗଡ ସଦର ବିଧାୟକ ଯୋଗେଶ ସିଂ, ରାଜଗାଙ୍ଗପୁର ବିଧାୟକ ଡ଼ା!-->…