ଫେବୃୟାରୀ ୨ରୁ ଶ୍ରୀ ଶ୍ରୀ ଅଷ୍ଟଲକ୍ଷ୍ମୀ ମହାଯଜ୍ଞ
୯ ଦିନ ଧରି ପୁରୀ ସାମୁକା ସମୁଦ୍ର କୂଳରେ ପ୍ରକମ୍ପିତ ହେବ ମନ୍ତ୍ର ଧ୍ଵନୀ
ଓଡ଼ିଶାର ବିଭିନ୍ନ ସ୍ଥାନରୁ ଯୋଗଦେବେ ୧୫୧ ପଣ୍ଡିତ
ରାଜ୍ୟବାସୀଙ୍କର ସୁଖ, ଶାନ୍ତି, ସମୃଦ୍ଧି, ପରିବେଶ ଓ ବାୟୁମଣ୍ଡଳର ଶୁଦ୍ଧିକରଣ ନିମନ୍ତେ ଓଡ଼ିଶାରେ ପ୍ରଥମ ଥର ବିଶାଳ ମହାଯଜ୍ଞ
ପୁରୀ/!-->!-->!-->!-->!-->!-->!-->!-->!-->!-->!-->…