୮ ଆଇପିଏସ୍ ଅଫିସରଙ୍କୁ ପଦୋନ୍ନତି
ଭୁବନେଶ୍ବର : ରାଜ୍ୟର ୮ ଆଇପିଏସ୍ ଅଫିସରଙ୍କୁ ମିଳିଛି ପଦୋନ୍ନତି। ସେମାନଙ୍କ ମଧ୍ୟରେ ଅଛନ୍ତି ଦୁଇ ବରିଷ୍ଠ ଆଇପିଏସ୍ ଅଫିସର ଯତୀନ୍ଦ୍ର କୋୟଲ ଓ ପ୍ରତୀକ ମହାନ୍ତି। ୨୦୦୦ ବ୍ୟାଚ୍ ଆଇପିଏସ୍ ଅଫିସର ଯତୀନ୍ଦ୍ର କୋୟଲଙ୍କୁ ଏଡିଜି ପାହ୍ୟାକୁ ପଦୋନ୍ନତି ମିଳିଛି। ସେହିପରି କେନ୍ଦ୍ରୀୟ!-->…