ଜାନୁଆରୀ ୭ରୁ ଆରମ୍ଭ ହେବ ଶୁଲିଆ ଯାତ୍ରା, ବଳି ରୋକିବାକୁ ସଚେତନ କରିବ ପ୍ରଶାସନ
ବଲାଙ୍ଗୀର: ଜାନୁଆରୀ ୭ରୁ ଆରମ୍ଭ ହେବାକୁ ଯାଉଛି ବଲାଙ୍ଗୀର ପ୍ରସିଦ୍ଧ ଶୁଲିଆ ଯାତ୍ରା। ୩ ଦିନ ଧରି ହେବାକୁ ଥିବା ଏହି ମହୋତ୍ସବ ପାଇଁ ସରିଛି ଜିଲ୍ଲା ପ୍ରଶାସନର ପ୍ରସ୍ତୁତି ବୈଠକ। ଦେଓଗାଁ ବ୍ଲକ ଖଇରଗୁଡ଼ା ବଡ଼ଖଳା ଓ ସାନଖଳାରେ ହେବାକୁ ଯାଉଥିବା ଯାତ୍ରା କିପରି ସୁରୁଖୁରୁରେ ସରିବ ସେନେଇ!-->…