ଫେବୃଆରୀରୁ ଓଡ଼ିଶାରେ ଆୟୁଷ୍ମାନ ଭାରତ
ଭୁବନେଶ୍ବର : ଫେବୃଆରୀରୁ ଓଡ଼ିଶାରେ ଆୟୁଷ୍ମାନ ଭାରତ। ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନା ମଧ୍ୟ ହେବ ସଂପୂର୍ଣ୍ଣ କାର୍ଯ୍ୟକ୍ଷମ। ଡବଲ ଇଞ୍ଜିନ ସରକାରର ଲାଭ ପାଇବେ ରାଜ୍ୟବାସୀ। ଏନେଇ ବିଭାଗୀୟ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ। କେନ୍ଦ୍ରୀୟ ଟିମ୍ ମଧ୍ୟ ଏନେଇ ଓଡ଼ିଶା ଆସି ଅନୁଧ୍ୟାନ କରି ସାରିଛି।!-->…