ହଷ୍ଟେଲରୁ ମିଳିଲା ଫୁଡ ବ୍ଲଗର୍ଙ୍କ ଝୁଲନ୍ତା ମୃତଦେହ, ପରିବାର ଆଣିଲା ହତ୍ୟା ଅଭିଯୋଗ
ଭୁବନେଶ୍ବର : ହଷ୍ଟେଲରୁ ମିଳିଲା ଫୁଡ ବ୍ଲଗର୍ଙ୍କ ଝୁଲନ୍ତା ମୃତଦେହ । ଏପରି ଏକ ଚାଞ୍ଚଲ୍ୟକର ଘଟଣା ଆଜି ରାଜଧାନୀ ଭୁବନେଶ୍ୱରର ପଟିଆ ଅଞ୍ଚଳରେ ଘଟିଛି। ମୃତା ଯୁବତୀଜଣକ ହେଲେ ସୋନାଲି ସଂଘମିତ୍ର ପରିଡ଼ା ।ସୋନାଲୀ ପ୍ରାୟ ୩ ବର୍ଷ ହେବ ଇନଫୋସିଟି ଥାନା ପଟିଆ ଆଦର୍ଶ ବିହାର ଲେନ୍-୨ସ୍ଥିତ ଏକ!-->…