୪ ଜିଲ୍ଲାରେ କୋଇଲା ଓ ପାଉଁଶ ଗାଡ଼ି ପରିବହନ ନେଇ କଟକଣା

ଭୁବନେଶ୍ବର: ୪ ଜିଲ୍ଲାରେ କୋଇଲା ଓ ପାଉଁଶ ଗାଡ଼ି ପରିବହନ ଉପରେ କଟକଣା ଲଗାଇଲେ ରାଜ୍ୟ ସରକାର । ଅନୁଗୁଳ, ଝାରସୁଗୁଡ଼ା, ସୁନ୍ଦରଗଡ଼ ଏବଂ ସମ୍ବଲପୁର ଜିଲ୍ଲା ଗୁଡିକରେ ଦୁର୍ଘଟଣା ଏବଂ ପ୍ରଦୂଷଣକୁ ଦୃଷ୍ଟିରେ ରଖି ଏହି ନିଷ୍ପତ୍ତି ନିଆଯାଇଛି । ଏନେଇ ସୂଚନା ଦେଇଛନ୍ତି ରାଜସ୍ବ ମନ୍ତ୍ରୀ…

ବିପର୍ଯ୍ୟୟ ପରିଚାଳନା ନେଇ ରାଜ୍ୟ ସରକାରଙ୍କ ପ୍ରସ୍ତୁତି, ଏଣିକି ମାଟି ତଳେ ବିଛାଯିବ ବିଦ୍ୟୁତ ତାର

ଭୁବନେଶ୍ବର: ବିପର୍ଯ୍ୟୟ ସମୟରେ ବିଦ୍ୟୁତ ଭିତ୍ତିଭୂମିକୁ ବଞ୍ଚାଇବାକୁ ନୂଆ ଯୋଜନା କରିଛନ୍ତି ରାଜ୍ୟ ସରକାର । ଏଣିକି ମାଟିତଳେ ବିଦ୍ୟୁତ ତାର ବିଛାଇବା ପାଇଁ ମୋଡାଲିଟି ପ୍ରସ୍ତୁତ କରାଯାଇଛି । ଏନେଇ ସୂଚନା ଦେଇଛନ୍ତି ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ । ମନ୍ତ୍ରୀ କହିଛନ୍ତି ଯେ, DPR…

ଗାଁକୁ ଆସିପାରିଲାନି ଆମ୍ବୁଲାନ୍ସ, ଖଟରେ ଭରାନଈ ପାର ହେଲେ ରୋଗୀ

କୋଇଡ଼ା : ନଈରେ ପୋଲ ନ ଥିବାରୁ ଗାଁକୁ ଆସିପାରିଲାନି ଆମ୍ବୁଲାନ୍ସ। ରୋଗୀଙ୍କୁ ନେବା ପାଇଁ ନଈ ଆରପଟେ ଅପେକ୍ଷା କରି ରହିଲା। ଏପଟେ ରୋଗୀଙ୍କ ଅବସ୍ଥା ଅଧିକ ବିଗିଡ଼ିବାରୁ ଗ୍ରାମବାସୀ ବାଧ୍ୟ ହୋଇ ନିଜ ଜୀବନକୁ ବାଜି ଲଗାଇ ଭରାନଈରେ ରୋଗୀଙ୍କୁ ପାର୍‌ କରାଇଲେ। ସୁନ୍ଦରଗଡ଼ ଜିଲାର ଖଣି ସମୃଦ୍ଧ…

ବାଲି ଉଠାଇଲେ କଡ଼ା କାର୍ଯ୍ୟାନୁଷ୍ଠାନ, ମାଫିଆଙ୍କୁ କଟକ ଜିଲ୍ଲାପାଳଙ୍କ ତାଗିଦ୍

କଟକ : ସାବଧାନ ବାଲି ମାଫିଆ ।  ବାଲି ଉଠାଇଲେ କଡ଼ା କାର୍ଯ୍ୟାନୁଷ୍ଠାନ। କଟକ ଜିଲ୍ଲାପାଳଙ୍କ କଲେ ତାଗିଦ୍। କେବଳ ଲଘୁ ଖଣିଜ ସମ୍ପଦ ପାଇଁ ଉଦ୍ଦିଷ୍ଟ ଓ.ଏମ.ଏମ.ସି ନିୟମାବଳୀ ନୁହେଁ, ବିପର୍ଯ୍ୟୟ ପରିଚାଳନା ଆଇନ ଅନୁଯାୟୀ ମଧ୍ୟ ହେବ ଦୃଢ଼ କାର୍ଯ୍ୟାନୁଷ୍ଠାନ। ନିଆଳି ଅଞ୍ଚଳରେ ସାମ୍ନାକୁ…

ଆସୁଛି ଆଉ ଏକ ଘୂର୍ଣ୍ଣିବଳୟ : ୨୪ ଯାଏ ବର୍ଷା ସମ୍ଭାବନା, ୨୦ ଜିଲ୍ଲାକୁ ୟେଲୋ ଆଲର୍ଟ

ଭୁବନେଶ୍ୱର : ପୁଣି ବର୍ଷାରେ ଭିଜିବ ଓଡ଼ିଶା । ଆସୁଛି ଆଉ ଏକ ଘୂର୍ଣ୍ଣିବଳୟ । ଆସନ୍ତା ୨୪ରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି । ଏନେଇ ପୂର୍ବାନୁମାନ କରିଛି ଭାରତୀୟ ପାଣିପାଗ ବିଭାଗ । ତେବେ ସମ୍ଭାବ୍ୟ ଘୂର୍ଣ୍ଣିବଳୟ ପ୍ରଭାବରେ ଲଘୁଚାପ ସୃଷ୍ଟି ହେବ କି ନାହିଁ ତାହା…

ମାଲକାନଗିରିରୁ ଉଡ଼ିବ ଫ୍ଲାଇଟ୍ , ୨୨ରୁ ଏୟାରପୋର୍ଟରେ ଟ୍ରାଏଲ ରନ୍

ମାଲକାନଗିରି: ଖୁବଶୀଘ୍ର ମାଲକାନଗିରିରୁ ଉଡ଼ିବ ଫ୍ଲାଇଟ୍ । ପୂରଣ ହେବାକୁ ଯାଉଛି ମାଲକାନଗିରିର ବହୁପ୍ରତିକ୍ଷିତ ଉଡ଼ାନ୍ ସ୍ବପ୍ନ । ଆସନ୍ତା ୨୨ ତାରିଖରୁ ଏୟାରପୋର୍ଟରେ ହେବ ଟ୍ରାଏଲ ରନ୍ । ଏଥିପାଇଁ ଆଜି ଏୟାରପୋର୍ଟର ତଦାରଖ କରିଛନ୍ତି ବିଭାଗୀୟ ଅଧିକାରୀ । ଭୁବନେଶ୍ବରରୁ ସୁରକ୍ଷା…

ପାରିବାରିକ କଳହକୁ ନେଇ ଯୁବକଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିଲେ ଦୁର୍ବୃତ୍ତ

ଭୁବନେଶ୍ୱର : ରାଜଧାନୀରେ ଦିନ ଦ୍ୱିପ୍ରହରରେ ବୁଲିଲା ଖଣ୍ଡା । ଲିଙ୍ଗରାଜ ଥାନା ସାମନ୍ତରାୟପୁର ଅଞ୍ଚଳରେ ପାରିବାରିକ କଳହକୁ ଗୋଡ଼ାଇ ଗୋଡ଼ାଇ ହାଣିଲେ ଦୁର୍ବୃତ୍ତ । ଖଣ୍ଡା ଚୋଟରେ ଦୀପକ ନାମକ ଜଣେ ଯୁବକ ଗୁରୁତର ଆହତ ହୋଇଛନ୍ତି । ରକ୍ତାକ୍ତ ଅବସ୍ଥାରେ ଦୀପକଙ୍କୁ ଉଦ୍ଧାର କରି କ୍ୟାପିଟାଲ…

ରୋଟାରୀ କ୍ଲବ ଅଫ ଭୁବନେଶ୍ୱର ପ୍ରିମିୟମର ଭବ୍ୟ ଦାୟିତ୍ୱ ଗ୍ରହଣ ସମାରୋହ: ନବନିର୍ବାଚିତ ସଭାପତି ଭାବେ ରୋଟେରିଆନ୍…

ଭୁବନେଶ୍ୱର : ରୋଟାରୀ ଜିଲ୍ଲା ୩୨୬୨ ଅନ୍ତର୍ଗତ 'ରୋଟାରୀ କ୍ଲବ ଅଫ ଭୁବନେଶ୍ୱର ପ୍ରିମିୟମ'ର ୨୦୨୬-୨୭ ବର୍ଷ ପାଇଁ ନୂତନ କାର୍ଯ୍ୟକାରିଣୀଙ୍କ ଦାୟିତ୍ୱ ଗ୍ରହଣ ସମାରୋହ ଗତକାଲି ସନ୍ଧ୍ୟାରେ ଭୁବନେଶ୍ୱରସ୍ଥିତ ହୋଟେଲ ପିପଲ ପଦ୍ମଜାରେ ଅତ୍ୟନ୍ତ ଭବ୍ୟ ଆଡମ୍ବର ସହକାରେ ଅନୁଷ୍ଠିତ ହୋଇଯାଇଛି। ଏହି…

ଡାକ୍ତରଙ୍କୁ ମାଡ଼, ଅଭିଯୁକ୍ତ ଅଟକ

ବରଗଡ଼ : ଡାକ୍ତରଙ୍କୁ ମାଡ଼ ଅଭିଯୋଗ, ଅଭିଯୁକ୍ତ ଅଟକ । ବରଗଡ଼ ସହର ସ୍ଥିତ ସିଏଚସିର କାର୍ଯ୍ୟରତ ଡାକ୍ତରଙ୍କୁ ଅକ୍ରମଣ ଅଭିଯୋଗ ହୋଇଛି । ଅଭିଯୁକ୍ତକୁ ଅଟକ ରଖି ତଦନ୍ତ କରୁଛି ପୋଲିସ । ରବିବାର ବିଳମ୍ବିତ ରାତ୍ରିରେ ସିଏଚସିର କାର୍ଯ୍ୟରତ ଡାକ୍ତର ସୁଦୀପ୍ତ କୁମାର ରାଉତଙ୍କୁ ଜଣେ…

ପଟ୍ଟାଙ୍ଗିରେ ଜିଲ୍ଲାପାଳଙ୍କ ମିଳିତ ଜନଶୁଣାଣି ଶିବିର ଅନୁଷ୍ଠିତ

କୋରାପୁଟ /ପଟ୍ଟାଙ୍ଗି : ସ୍ଥାନୀୟ ପଟ୍ଟାଙ୍ଗି ବ୍ଲକ ସଭାଗୃହରେ ସୋମବାର ଜିଲ୍ଲା ପ୍ରଶାସନ ପକ୍ଷରୁ ଏକ ମିଳିତ ଜନଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି।ଏହି ଶିବିରରେ କୋରାପୁଟ ଜିଲ୍ଲାପାଳ ମନୋଜ ସତ୍ୟୱାନ ମହାଜନ ଏବଂ ଜିଲ୍ଲା ଆରକ୍ଷୀ ଅଧୀକ୍ଷକ ରୋହିତ ବର୍ମା ଯୋଗଦେଇ ଜନସାଧାରଣଙ୍କ ବିଭିନ୍ନ…