ପ୍ରତିଷ୍ଠା ଦିବସରେ ନନ୍ଦନକାନନ ପାଇଁ ଖୁସିଖବର, ଦ୍ବିତୀୟ ଥର ମା’ ହେଲା ସିମ୍ପାଞ୍ଜି ‘ରାକ୍ଷୀ’
ବାରଙ୍ଗ ୨୯।୧୨: ପ୍ରତିଷ୍ଠା ଦିବସରେ ନନ୍ଦନକାନନ ପ୍ରାଣୀ ଉଦ୍ୟାନ ପାଇଁ ଖୁସିଖବର । ଦ୍ବିତୀୟ ଥର ମା’ ହେଲା ସିମ୍ପାଞ୍ଜି ‘ରାକ୍ଷୀ’ । ୬୦(କ) ଖୁଆଡର ରହୁଥିବା ସିମ୍ପାଞ୍ଜି ‘ରାକ୍ଷୀ’ ଶାବକ ଜନ୍ମ ଦେଇଛି । ଜନ୍ମିତ ଶାବକକୁ!-->…