ଜିରୋ ନାଇଟ୍ ସେଲିବ୍ରେସନ ପାଇଁ ଜୋରଦାର ପ୍ରସ୍ତୁତି, ଓସିଏ କ୍ଲବର କାର୍ଯ୍ୟକ୍ରମ ବାତିଲ

କଟକ: ଜିରୋ ନାଇଟ୍ ସେଲିବ୍ରେସନ ପାଇଁ ଚାରିଆଡେ ଆରମ୍ଭ ହେଲାଣି ପ୍ରସ୍ତୁତି। ହୋଟେଲ, ରେଷ୍ଟୁରାଣ୍ଟଠାରୁ ଆରମ୍ଭ କରି କ୍ଲବ ପର୍ଯ୍ୟନ୍ତ ସେଲିବ୍ରେସନ ପାଇଁ କେତେ କ’ଣ ପ୍ରସ୍ତୁତି ଚଳାଇଛନ୍ତି। ସହରର ସର୍ବପୁରାତନ କ୍ଲବ କଟକ କ୍ଲବରେ ଚଳିତ ବର୍ଷ ମୁମ୍ବାଇ, କୋଲକାତାର ଡାନ୍ସଗ୍ରୁପ, ଏରିୟଲ…

ଲଘୁଚାପ ବର୍ଷାରେ କ୍ଷତିଗ୍ରସ୍ତ ଚାଷୀଙ୍କୁ ଭେଟି ଆଶ୍ଵାସନା ଦେଲେ ମନ୍ତ୍ରୀ

ରାଜନଗର: ଖାଦ୍ୟ ଯୋଗାଣ ଖାଉଟି କଲ୍ୟାଣ ବିଭାଗର ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ରବିବାର କେନ୍ଦ୍ରାପଡ଼ା ଜିଲା ରାଜନଗର ବ୍ଲକ ଗସ୍ତ କରି ଲଘୁଚାପ ବର୍ଷାରେ କ୍ଷତିଗ୍ରସ୍ତ ଚାଷଜମି ଓ ଚାଷୀଙ୍କୁ ଭେଟିଛନ୍ତି। ଚାଷୀମାନେ ମନ୍ତ୍ରୀଙ୍କୁ ନଷ୍ଟ ହୋଇଯାଇଥିବା ଓ ଗଜା ହୋଇଯାଇଥିବା ଧାନ ଗଛଗୁଡ଼ିକ ଧରି…

H-1B ଭିସା ସମର୍ଥନରେ ଟ୍ରମ୍ପ, କହିଲେ- ମୁଁ ସର୍ବଦା ଏହା ସପକ୍ଷରେ

ନୂଆଦିଲ୍ଲୀ : H-1B ଭିସା। ଏହି ଭିସାକୁ ନେଇ ଏବେ ଆମେରିକାରେ ଆରମ୍ଭ ହୋଇଛି ବିତର୍କ। ତେବେ ଏହାରି ଭିତରେ ଏହି ଭିସାକୁ ନେଇ ୟୁ-ଟର୍ଣ୍ଣ ମାରିଛନ୍ତି ଆମେରିକାର ନବନିର୍ବାଚିତ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ। ପୂର୍ବରୁ ଏହି ଭିସାକୁ ବିରୋଧ କରୁଥିବା ଟ୍ରମ୍ପ ଏବେ ଏହାର ସମର୍ଥନରେ…

ଅବତରଣ ବେଳେ ଦୁର୍ଘଟଣାଗ୍ରସ୍ତ ହେଲା ବିମାନ, ୧୭୯ ଯାତ୍ରୀ ଜୀଅନ୍ତା ଜଳିଗଲେ

ସିଓଲ : ପୁଣି ଆଉ ଏକ ବିମାନ ଦୁର୍ଘଟଣା। ଦକ୍ଷିଣ କୋରିଆରେ ଏକ ଯାତ୍ରୀବାହୀ ବିମାନ ଦୁର୍ଘଟଣାର ଶିକାର ହୋଇଛି। ଏଥିରେ ୧୭୯ ଜଣଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ମୁଆନ ଅନ୍ତର୍ଜାତୀୟ ବିମାନବନ୍ଦରରେ ଅବତରଣ ବେଳେ ଜେଜୁ ଏୟାରଲାଇନ୍ସର ଏକ ବିମାନ ରନଓ୍ୱେରୁ ଖସି ଯିବାରୁ ଏହି ଦୁର୍ଘଟଣା…

ଗଞ୍ଜେଇ ସହ ଧରାପଡ଼ିଲେ ବିଧାୟିକାଙ୍କ ପୁଅ, ଅଭିଯୋଗକୁ ଖଣ୍ଡନ କଲେ ମା’

ତ୍ରିଭେନ୍ଦ୍ରମ : ଗଞ୍ଜେଇ ସହ ଧରାପଡିଲେ ବିଧାୟକଙ୍କ ପୁଅ। ଗଞ୍ଜେଇ ରଖିବା ଅଭିଯୋଗରେ କେରଳରେ ପୁଲିସ ବିଧାୟକଙ୍କ ପୁଅ ସମେତ ୯ ଜଣଙ୍କୁ ଗିରଫ କରିଥିଲା। ତେବେ ବର୍ତ୍ତମାନ ତାଙ୍କ ପୁଅ ଗଞ୍ଜେଇ ସହିତ ଗିରଫ ହୋଇଥିବା ଖବରକୁ ବିଧାୟିକା ୟୁ ପ୍ରତିଭା ଖଣ୍ଡନ କରିଛନ୍ତି। ତାଙ୍କ ପୁଅକୁ ଗଞ୍ଜେଇ ସହ…

କଳ୍ପନା-ରସୁଲଗଡ଼ ରାସ୍ତା ଅବରୋଧ, ଘଣ୍ଟା ଘଣ୍ଟା ଧରି ଅଟକିଲା ଶତାଧିକ ଗାଡ଼ିମୋଟର

ଭୁବନେଶ୍ବର : କ୍ରିକେଟ ଖେଳକୁ ନେଇ ଗଣ୍ଡଗୋଳ ଯୋଗୁ କଳ୍ପନା-ରସୁଲଗଡ଼ ରାସ୍ତା ଅବରୋଧ କରାଯାଇଛି। ଲକ୍ଷ୍ମୀସାଗର ଛକଠାରେ ସ୍ଥାନୀୟ ଲୋକେ ରାସ୍ତା ଅବରୋଧ କରିବାରୁ ଟ୍ରାଫିକ ସମସ୍ୟା ସୃଷ୍ଟି ହୋଇଛି। ପୁଲିସ ପହଞ୍ଚି ପରିସ୍ଥିତିକୁ ନିୟନ୍ତ୍ରଣ କରିବାକୁ ଉଦ୍ୟମ ଚଳାଇଥିଲେ ହେଁ ସଫଳ…

ଟ୍ରାଙ୍କୁଲାଇଜ୍‌ ପରେ ଜନ୍ତାରେ ବାଘୁଣୀ ‘ଜିନ୍ନତ’

ବାରିପଦା : ଝାରଖଣ୍ଡରୁ ଆସି ପଶ୍ଚିମବଙ୍ଗର ଘଞ୍ଚ ଜଙ୍ଗଲରେ ଘୁରି ବୁଲୁଥିଲା ବାଘୁଣୀ ‘ଜିନ୍ନତ’। ଜମାରୁ ସେ ଶିମିଳିପାଳ ଅଭୟାରଣ୍ୟକୁ ଫେରୁନଥିଲା। ଯାହାକୁ ନେଇ ପଡ଼ିଯାଇଥିଲେ ଶିମିଳିପାଳ ପ୍ରାଣି ଉଦ୍ୟାନ୍‌ କର୍ତ୍ତୃପକ୍ଷ। ଦୀର୍ଘ ସମୟର ଲୁଚକାଳି ପରେ ଆଜି ବାଘୁଣୀ ‘ଜିନ୍ନତ’କୁ…

ଓସିଏ ସଭାପତି ପଦରୁ ବବି ଦାସଙ୍କ ଇସ୍ତଫା

କଟକ : ଓସିଏ ସଭାପତି ପଦରୁ ଇସ୍ତଫା ଦେଲେ ବିଜେଡି ନେତା ପ୍ରଣବ ପ୍ରକାଶ ଦାସ ଓରଫ୍‌ ବବି। ବ୍ୟକ୍ତିଗତ କାରଣ ପାଇଁ ସେ ଇସ୍ତଫା ଦେଇଛନ୍ତି। ଆଜି ଏନେଇ ଘୋଷଣା କରିଛନ୍ତି ଓସିଏ ସମ୍ପାଦକ ସଞ୍ଜୟ ବେହେରା।ଓସିଏ ସମ୍ପାଦକ ସଞ୍ଜୟ ବେହେରା କହିଛନ୍ତି, ୪୫ ଦିନ ଭିତରେ ନୂଆ ସଭାପତି ନିର୍ବାଚନ ହେବ।…

ପ୍ରଶାସନ ର ଛତ୍ରଛାୟା ତଳେ ଜିରୋ ନାଇଟ, ନୂଆ ବର୍ଷ ପାଇଁ ଦେଶୀ ଓ ବିଦେଶୀ ମଦ ଗୁପ୍ତ ସ୍ଥାନରେ ଗଚ୍ଛିତ…!

ଅବକାରୀ ମନ୍ତ୍ରୀଙ୍କ ତାଗିତ କୁ ବାବୁ ଓ ମାଫିଆ ଙ୍କ ଫୁ...!! ବ୍ରହ୍ମପୁର: ସରକାର ଜିରୋ ନାଇଟ ଓ ନୂଆ ବର୍ଷ ପାଇଁ ମଦପ୍ୟ ମାନଙ୍କ ଉପରେ କଟକଣା କରିଛନ୍ତି। ଏପଟେ ବିଭାଗୀୟ ମନ୍ତ୍ରୀଙ୍କ ଆଦେଶ ଓ ତାଗିତ କୁ ବାବୁ ମାନେ ମନ ଖୋଲା ସମର୍ଥନ କରୁନଥିବା ଫଳରେ ଲିକର ମାଫିଆ ମାନେ ନିଜ ନିଜର…

ହାତୀପଲ ଭାଙ୍ଗିଦେଲେ ଘର : ଲୋକେ ଭୟଭୀତ, ବନବିଭାଗ ନୀରବ

ଫୁଲବାଣୀ :କନ୍ଧମାଳ ଓ ଗଞ୍ଜାମ ଜିଲା ସୀମାନ୍ତ ସମେତ ଟିକାବାଲି , ଚକାପାଦ , କଲିଙ୍ଗା ଆଦି ଅଞ୍ଚଳରେ ଗତ କିଛିଦିନ ହେଲା କିଛି ହାତୀପଲ ପଶିଆଶି ବିଭିନ୍ନ ଅଞ୍ଚଳରେ ନାହିଁ ନଥିବା ସମସ୍ୟା ସୃଷ୍ଟି କରୁଥିବା ବେଳେ ଏହା ଦିନକୁ ଦିନ ଅଞ୍ଚଳବାସୀଙ୍କ ମଧ୍ୟରେ ଭୟର କାରଣ ହୋଇଛି। ତେବେ ବନ ବିଭାଗ…