ମାଲକାନଗିରି ପୋଲିସକୁ ବଡ଼ ସଫଳତା । ଚିତ୍ରକୋଣ୍ଡା (ସ୍ୱାଭିମାନ )ଅଞ୍ଚଳରୁ ହାର୍ଡକୋର ୩ ମାଓବାଦୀ ଗିରଫ
ମାଲକାନଗିରି : ମାଲକାନଗିରି ପୋଲିସ କୁ ମିଳିଛି ସଫଳତା । ଗୁଇନ୍ଦା ସୂତ୍ରକୁ ଆଧାର କରି ଚିତ୍ରକୋଣ୍ଡା ବ୍ଲକ ଅନ୍ତର୍ଗତ ଗୁଣ୍ଠାୱାଡା ଗ୍ରାମରେ ପ୍ରାୟ ୬ ରୁ ୭ ମାଓବାଦୀ ଙ୍କ ସମାଗମ ହୋଇଥିଲା । ପୁନର୍ବାର ଚିତ୍ରକୋଣ୍ଡା ଅଞ୍ଚଳରେ ନକ୍ସଲ ସାମ୍ରାଜ୍ୟ ବିସ୍ତାର କରିବା ପାଇଁ ହେଉଥିବା ଏହି!-->…