ଶଙ୍ଖ ଭବନରେ ମହିଳା କର୍ମକର୍ତ୍ତାଙ୍କ ହାତାହାତି ଘଟଣାରେ ପ୍ରତିକ୍ରିୟା ରଖିଲେ ବିଧାୟକ ଦେବୀ ରଞ୍ଜନ ତ୍ରିପାଠୀ
କଟକ: ଶଙ୍ଖ ଭବନରେ ଦୁଇ ମହିଳା କର୍ମକର୍ତ୍ତାଙ୍କ ହାତାହାତି ଘଟଣାରେ ପ୍ରତିକ୍ରିୟା ରଖିଛନ୍ତି ବାଙ୍କୀ ବିଧାୟକ ଦେବୀ ରଞ୍ଜନ ତ୍ରିପାଠୀ । କେହି କାହାକୁ ମାଡ଼ ମାରି ନାହାନ୍ତି। ସେ କହିଛନ୍ତି, ଏହା ଏକ ଛୋଟ ଘଟଣା, ଚେୟାର ଖଣ୍ଡେ ନ ମିଳିବାରୁ କହୁଣୀ କରି ଦେଲେ। ଉଭୟ ଦୁଇ ଭଉଣୀ ଭଳି, ଦୁଇ!-->…