ଚୁକ୍ତି ପରେ ମଧ୍ୟ ଚୀନ୍ ସେନା ଏଲଏସିରେ ରହିଛନ୍ତି
ନୂଆଦିଲ୍ଲୀ: ଲାଇନ୍ ଅଫ୍ ଆକ୍ଟୁଆଲ୍ କଣ୍ଟ୍ରୋଲ୍ (ଏଲଏସି) ଉପରେ ଭାରତ ଏବଂ ଚୀନ୍ ମଧ୍ୟରେ ଚାଲିଥିବା ବିବାଦ ଶେଷ ହେବାକୁ ଯାଉଛି। ଚୀନ୍ର ପ୍ରତିରକ୍ଷା ମନ୍ତ୍ରଣାଳୟ ଗୁରୁବାର ଦିନ କହିଛି ଯେ ପୂର୍ବ ଲଦାଖରେ ଚାଲିଥିବା ବିବାଦକୁ ବନ୍ଦ କରିବା ପାଇଁ ଭାରତ ଏବଂ ଚୀନ୍ର ସୈନ୍ୟବାହିନୀ!-->…