ପଟ୍ଟାଙ୍ଗିରେ ଜିଲ୍ଲାପାଳଙ୍କ ମିଳିତ ଜନଶୁଣାଣି ଶିବିର ଅନୁଷ୍ଠିତ

କୋରାପୁଟ /ପଟ୍ଟାଙ୍ଗି : ସ୍ଥାନୀୟ ପଟ୍ଟାଙ୍ଗି ବ୍ଲକ ସଭାଗୃହରେ ସୋମବାର ଜିଲ୍ଲା ପ୍ରଶାସନ ପକ୍ଷରୁ ଏକ ମିଳିତ ଜନଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି।ଏହି ଶିବିରରେ କୋରାପୁଟ ଜିଲ୍ଲାପାଳ ମନୋଜ ସତ୍ୟୱାନ ମହାଜନ ଏବଂ ଜିଲ୍ଲା ଆରକ୍ଷୀ ଅଧୀକ୍ଷକ ରୋହିତ ବର୍ମା ଯୋଗଦେଇ ଜନସାଧାରଣଙ୍କ ବିଭିନ୍ନ…

ରିଲ୍ସ କରିବାକୁ ଯାଇ ବ୍ରାହ୍ମଣୀ ନଦୀରେ ନାବାଳକ ନିଖୋଜ

ଭୁବନେଶ୍ବର: ରିଲ୍ସ ହେଲା କାଳ । ରିଲ୍ସ କରିବାକୁ ଯାଇ ବ୍ରାହ୍ମଣୀ ନଦୀରେ ନାବାଳକ ନିଖୋଜ । ଅନୁଗୋଳ ଜିଲ୍ଲା କଣିହାଁରେ ଘଟିଛି ଅଭାବନୀୟ ଘଟଣା । ସମଲ ଥାନା ବିଲିଣ୍ତା ଗାଁର ନବମ ଶ୍ରେଣୀ ଛାତ୍ର ସୁଧାଂଶୁ ପ୍ରଧାନ ବ୍ରାହ୍ମଣୀ ନଦୀ ଉପରେ ଯାଇଥିବା ରେଳ ଲାଇନ ପାଖକୁ ବୁଲିବାକୁ ଯାଇଥିଲେ…

ଶିକ୍ଷା ବଞ୍ଚାଅ…ଦେଶ ବଞ୍ଚାଅ : ସୋନମ ୱାଙ୍ଗଚୁକଙ୍କ ଆନ୍ଦୋଳନକୁ ସମର୍ଥନ କରି ବ୍ରହ୍ମପୁରରେ ଶାନ୍ତିପୂର୍ଣ୍ଣ ଧାରଣା

"ବ୍ରହ୍ମପୁର : ନିଟ୍ ପରୀକ୍ଷା ପ୍ରଶ୍ନପତ୍ର ଲିକ୍ ଓ ଦେଶର ଶିକ୍ଷା ବ୍ୟବସ୍ଥାରେ ଦେଖାଦେଇଥିବା ଅବ୍ୟବସ୍ଥାକୁ ନେଇ ଦେଶର ପ୍ରଖ୍ୟାତ ବୈଜ୍ଞାନିକ ଓ ପରିବେଶବିତ୍ ସୋନମ ୱାଙ୍ଗଚୁକ ଚଳାଇଥିବା ନ୍ୟାୟିକ ଲଢେଇକୁ ସମର୍ଥନ ଜଣାଇ ଆଜି ବ୍ରହ୍ମପୁର ସଚେତନ ନାଗରିକ ମଞ୍ଚ ପକ୍ଷରୁ ସ୍ଥାନୀୟ ଗାନ୍ଧୀନଗର…

ଓଡ଼ଗାଁ ଏନଏସିରେ ନିର୍ବାହୀ ଅଧିକାରୀ ଓ ଯନ୍ତ୍ରୀଙ୍କ ମଧ୍ୟରେ ଶୀତଳ ଯୁଦ୍ଧ

ନୟାଗଡ଼: ନୟାଗଡ଼ ଜିଲ୍ଲା ଓଡ଼ଗାଁ ଏନଏସି କାର୍ଯ୍ୟନିର୍ବାହୀ ଅଧିକାରୀ ଓ ଯନ୍ତ୍ରୀଙ୍କ ମଧ୍ୟରେ ମତଭେଦକୁ ନେଇ ଚର୍ଚ୍ଚା ଜୋର ଧରିଛି। ନିର୍ମାଣ କାର୍ଯ୍ୟ ତଦାରଖ ଦାୟିତ୍ବରେ ଥିବା ଯନ୍ତ୍ରୀ କେତେକ କ୍ଷେତ୍ରରେ ପ୍ରଶାସନିକ କ୍ଷମତା ଅତିକ୍ରମ କରି କାର୍ଯ୍ୟ କରୁଥିବା ନେଇ ଆଲୋଚନା ହେଉଛି।ଏପରିକି…

୨ ଟ୍ରକ ମୁହାଁମୁହିଁ ଧକ୍କା, ୩ ମୃତ

କେନ୍ଦ୍ରାପଡା: ଟ୍ରକୁ ଧକ୍କାଦେଲା ଟ୍ରକ । ଦୁର୍ଘଟଣାରେ ୩ ମୃତ । କେନ୍ଦ୍ରାପଡା-କଟକ ଚାନ୍ଦବାଲି ରାସ୍ତା କୁସୁନପୁର ଛକରେ ଘଟିଛି ମର୍ମନ୍ତୁଦ ଦୁର୍ଘଟଣା । ରାସ୍ତାରେ ଅଟକି ଥିବା ଟ୍ରକୁକୁ ଏକ ମାଛ ବୋଝେଇ ଟ୍ରକ ଧକ୍କା ଦେଇଥିଲା । ଦୁର୍ଘଟଣାରେ ଜଣେ ଗୁରୁତର ହୋଇଛନ୍ତି । ତାଙ୍କୁ…

ଶ୍ରୀମନ୍ଦିରରେ ଭିଆଇପି ଦର୍ଶନ ବିଜ୍ଞାପନକୁ ଖଣ୍ଡନ କଲେ କେନ୍ଦ୍ରାଞ୍ଚଳ ଆଇଜି

ପୁରୀ: ଶ୍ରୀମନ୍ଦିରରେ ଭିଆଇପି ଦର୍ଶନ ପାଇଁ ଅନ୍‌ଲାଇନରେ ବିଜ୍ଞାପନ ଘଟଣାରେ ହେବ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ଯିଏ ଏଭଳି ବିଜ୍ଞାପନ ଦେଇଛି ତଦନ୍ତ ପରେ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ସୂଚନା ଦେଇଛନ୍ତି କେନ୍ଦ୍ରାଞ୍ଚଳ ଆଇଜି। ଥାନାରେ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ…

ସାର ସଂକଟ ଦୂର ପାଇଁ ରାଜ୍ୟ ସରକାରଙ୍କ ବଡ଼ ପଦକ୍ଷେପ: କଳାବଜାରୀ ହେଲେ ଦୃଢ଼ କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର: ରାଜ୍ୟରେ ସାର (Fertilizer) ସଙ୍କଟ ଦୂର କରିବା ପାଇଁ ଓଡ଼ିଶା ସରକାର ଅନେକ ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି। ସରକାରଙ୍କ ମୁଖ୍ୟ ଲକ୍ଷ୍ୟ ହେଉଛି ଚାଷୀଙ୍କୁ ଠିକ୍ ସମୟରେ ସାର ଯୋଗାଇବା ଏବଂ କଳାବଜାରୀ (Black marketing) ରୋକିବା। ଯିଏ କଳାବଜାରୀ କରିବ ତା ଉପରେ ଦୃଢ଼…

ଘୋଷଣାର ୯ ବର୍ଷ ପରେ ହେବ ଓଡ଼ଗାଁ ଏନଏସି ନିର୍ବାଚନ

ନୟାଗଡ଼: ଓଡ଼ଗାଁ ଏନଏସି ଘୋଷଣାର ଦୀର୍ଘ ୯ ବର୍ଷ ପରେ ନିର୍ବାଚନ ହେବାକୁ ନେଇ ରାଜ୍ୟ ସରକାର ବିଧିବଦ୍ଧ ଭାବରେ ଘୋଷଣା କରିଛନ୍ତି ।ସରକାର ୧୫ ଦିନ ମଧ୍ୟରେ ଆପତ୍ତି ଅଭିଯୋଗ ଶୁଣିବା ପରେ ନିର୍ବାଚନ ଘୋଷଣା କରାଯିବ ବୋଲି ଜଣାପଡିଛି ।ସୂଚନା ଅନୁଯାୟୀ ୨୦୧୭ ମସିହା ଅଗଷ୍ଟ ୧୮ ତାରିଖରେ ଓଡ଼ଗାଁ…

ମହାପ୍ରଭୁ ବରାହ ଅବତାରରେ ଦର୍ଶନ ଦେଲେ

ବାଲିଗୁଡା, ତା, ୧୯/୦୭: କନ୍ଧମାଳ ଜିଲ୍ଲା ବାଲିଗୁଡା ସ୍ଥିତ ଗୁଣ୍ଡିଚା ମନ୍ଦିର ର ଆଡପ ମଣ୍ଡପରେ ଚତୁର୍ଥ ଦିନ ସନ୍ଧ୍ୟାରେ ଶ୍ରଦ୍ଧାଳୁ ଠାକୁର ବରାହ ଅବତାରରେ ଦର୍ଶନ ଦେଇଛନ୍ତି l ବଡ ସନ୍ଧ୍ୟା ଦର୍ଶନ ପାଇଁ ମନ୍ଦିର ଟ୍ରଷ୍ଟ ତରଫରୁ ବ୍ୟାପକ ବ୍ୟବସ୍ଥା କରାଯାଇଥିବା ବେଳେ ବହୁ ଶ୍ରଦ୍ଧାଳୁଙ୍କ…

ନାଗାଲାଣ୍ଡରେଭୂସ୍ଖଳନ, ୮ ମୃତ, ୧୨ ରୁ ଅଧିକ ଆହତ

ନୂଆଦିଲ୍ଲୀ : ନାଗାଲାଣ୍ଡରେ ଭୟଙ୍କର ଭୂସ୍ଖଳନ । ନାଗାଲାଣ୍ଡର ମୋନ୍ ଜିଲ୍ଲାରେ ଭୂସ୍ଖଳନ ଯୋଗୁଁ ୮ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୧୨ ରୁ ଅଧିକ ଆହତ ହୋଇଛନ୍ତି। ଲଗାତର ବର୍ଷା ଯୋଗୁଁ ଜିଲ୍ଲାର ବିଭିନ୍ନ ସ୍ଥାନରେ ଭୟାବହ ଭୂସ୍ଖଳନ ହୋଇଛି। ଭୂସ୍ଖଳନ ଯୋଗୁଁ ମୋନ୍ ସହର ଏବଂ ଆସାମ ରାଇଫଲ୍ସ…