ଅଦିନିଆ ଲଘୁଚାପ ବର୍ଷାରେ ଧାନ ଓ ପନିପରିବା ଫସଲ ନଷ୍ଟ , କ୍ଷତିଗ୍ରସ୍ତ ଚାଷୀଙ୍କୁ ସହାୟତା ପ୍ରଦାନ ନେଇ କଂଗ୍ରେସ…
ହିଞ୍ଜିଳିକାଟୁ, ୨୭।୧୨: ଚଳିତ ବର୍ଷ ଓଡିଶାକୁ ବିଳମ୍ବରେ ମୌସୁମୀ ପ୍ରବେଶ କରିଥିଲା । ଚାଷୀ ବହୁକଷ୍ଟରେ ଖରିଫ୍ ଧାନ ଅମଳ କରିଥିଲା । ଚଳିତ ବର୍ଷ ଧାନ ଫସଲ ବେଶ ଭଲ ହୋଇଛି । କ୍ଷେତରେ ସୁନେଲି ରଙ୍ଗର ଧାନକେଣ୍ଡାକୁ ଦେଖି ଚାଷୀର ମନ କୁଣ୍ଢେମୋଟ ହୋଇ ଯାଇଥିଲା । ହେଲେ ଅମଳ ବେଳକୁ!-->!-->!-->!-->!-->…