ବିଜୁଜନତା ଦଳର ୨୮ତମ ପ୍ରତିଷ୍ଠା ଦିବସ ପାଳିତ
ଚିକିଟି : ଏହି ବ୍ଲକ ଚିକିଟି ବିଜ୍ଞାପିତ ଅଞ୍ଚଳ ପରିଷଦ ଅନ୍ତର୍ଗତ ଚିକିଟି ପେଣ୍ଠ ସ୍ଥିତ ବିଜୁ ପଟ୍ଟନାୟକ କଲ୍ୟାଣ ମଣ୍ଡପ ପ୍ରାଙ୍ଗଣରେ ଚିକିଟି ନିର୍ବାଚନ ମଣ୍ଡଳୀ ସ୍ତରୀୟ ବିଜୁ ଜନତା ଦଳର ୨୮ ତମ ପ୍ରତିଷ୍ଠା ଦିବସ ଅନୁଷ୍ଠିତ ହୋଇଯାଇଛି। ଉକ୍ତ କାର୍ଯ୍ୟକ୍ରମରେ ସ୍ଥାନୀୟ ବିଜେଡି ବିଧାୟକ!-->…