ସୁଶାସନ ଦିବସ କାର୍ଯ୍ୟକ୍ରମ ଅନୁଷ୍ଠିତ
ଫୁଲବାଣୀ : କେନ୍ଦ୍ର ସରକାରଙ୍କ ଯୁବ ବ୍ୟାପାର ଓ କ୍ରୀଡ଼ା ମନ୍ତ୍ରାଳୟ ଭାରତ ସରକାର ଶାଖା ମାଇ ଭାରତ ( ନେହରୁ ଯୁବ କେନ୍ଦ୍ର ) ଫୁଲବାଣୀ ତରଫରୁ ସୁଶାସନ ଦିବସ ପିଏ ଆଇଟିଡିଏ ଫୁଲବାଣୀ ସଭାଗୃହ ଠାରେ ପାଳିତ ହୋଇ ହୋଇ ଯାଇଅଛି l ଏହି କାର୍ଯ୍ୟକ୍ରମ ରେ ମୁଖ୍ୟ ଅତିଥି ଭାବରେ ସି ଡ଼ବ୍ଲ ସି ସଭ୍ୟ!-->…