ଜାତୀୟ ଯୋଗ ପ୍ରତିଯୋଗିତାରେ ଅଂଶ ଗ୍ରହଣ କରିବେ ଖୋର୍ଦ୍ଧାର ୩୯ ପ୍ରତିଯୋଗୀ
ଭୁବନେଶ୍ୱର: ଡିଭାଇନ୍ ସ୍ପୋର୍ଟ୍ସ ଏକାଡେମୀ ପକ୍ଷରୁ ୪୩ତମ ରାଜ୍ୟସ୍ତରୀୟ ଯୋଗ ପ୍ରତିଯୋଗିତା ଭୁବନେଶ୍ୱରସ୍ଥିତ ପ୍ରଭୁଜୀ ଇଂରାଜୀ ମାଧ୍ୟମ ବିଦ୍ୟାଳୟରେ ଅନୁଷ୍ଠିତ ହୋଇଯାଇଛି। ଏହି ପ୍ରତିଯୋଗିତାରେ କୃତୀତ୍ୱ ହାସଲ କରିଥିବା ଖୋର୍ଦ୍ଧା ଜିଲାର ୩୯ ପ୍ରତିଯୋଗୀ ଆସନ୍ତା ୨୮ ତାରିଖରେ ଧନବାଦ୍ରେ!-->…