ଚିଟଫଣ୍ଡ ଜମାକାରୀଙ୍କୁ ଟଙ୍କା ଫେରସ୍ତ କଲେନି ବିଜେଡି ସରକାର: ମନମୋହନ ସାମଲ

ଭୁବନେଶ୍ବର: ଖୁବ୍ ଶୀଘ୍ର ଜମାକାରୀଙ୍କୁ ମିଳିବ ଚିଟଫଣ୍ଡ ଟଙ୍କା। ଏନେଇ ସରକାର ଚିନ୍ତା କରୁଛନ୍ତି। ଖୁବଶୀଘ୍ର ନୀତିଗତ ନିଷ୍ପତ୍ତି ନିଆଯାଇ ପୂରା ପ୍ରକ୍ରିୟାକୁ ଶେଷ କରାଯିବ। ଏକଥା କହିଛନ୍ତି ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ। ଏହାସହ କମିଶନର ରିପୋର୍ଟ ସାର୍ବଜନୀନ ନେଇ ସରକାର…

ୟୁକ୍ରେନ ଉପରେ ୭୦ ମିସାଇଲ, ୧୦୦ ଡ୍ରୋନ ମାଡ଼ କଲା ରୁଷ

ପୂରା ବିଶ୍ୱ ଆନନ୍ଦ ଉଲ୍ଲାସର ସହ ବଡ଼ ଦିନ ବା ଖ୍ରୀଷ୍ଟମାସ ଉତ୍ସବ ପାଳନ କରୁଛି। ହେଲେ ରୁଷ ପକ୍ଷରୁ ୟୁକ୍ରେନ ଆଜି ସବୁଠାରୁ ବଡ଼ ଓ ଭୟଙ୍କର ହମଲା କରାଯାଇଛି। ୟୁକ୍ରେନ ଉପରେ ଆଜି ରୁଷ ପକ୍ଷରୁ ୭୦ରୁ ଅଧିକ ମିସାଇଲ ଓ ୧୦୦ରୁ ଅଧିକ ଡ୍ରୋନ ମାଡ଼ ହୋଇଛି। ଏହାଦ୍ୱାରା ୟୁକ୍ରେନର…

‘ମହାପ୍ରଭୁଙ୍କ ଇଚ୍ଛା ଯୋଗୁ ରାଜ୍ୟପାଳ ଦାୟିତ୍ବ ନେଇଥିଲି, ଓଡ଼ିଶାବାସୀଙ୍କ ସମ୍ପର୍କ ଅଭୁଲା ସ୍ମୃତି ହୋଇ ରହିବ’

ପୁରୀ: ଓଡ଼ିଶାର ନୂଆ ରାଜ୍ୟପାଳ ଭାବେ କମ୍ଭମପତି ହରିବାବୁ ଦାୟିତ୍ବ ନେବା ପରେ ରଘୁବର ଦାସ ନିଜ ପଦବୀରୁ ଇସ୍ତଫା ଦେଇଛନ୍ତି । ଏନେଇ ଆଜି ପୁରୀ ଗସ୍ତ କରି ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କୁ ଦର୍ଶନ କରିଛନ୍ତି ପୂର୍ବତନ ରାଜ୍ୟପାଳ ରଘୁବର ଦାସ । ପୂର୍ବତନ ରାଜ୍ୟପାଳ ରଘୁବର ଦାସ…

ସ୍ତ୍ରୀଙ୍କର ରକ୍ତ ଜୁଡୁବୁଡୁ ମୃତଦେହ ଉଦ୍ଧାର, ସ୍ବାମୀଙ୍କର ଅବସ୍ଥା ଗୁରୁତର

କଟକ: କମିସନରେଟ୍‌ ପୁଲିସ ଅଧୀନ ଲାଲବାଗ୍ ଥାନା ଅଧିନ ସିଦ୍ଧେଶ୍ବରସାହିରେ ବୀଭତ୍ସ ହତ୍ୟାକାଣ୍ଡ ଘଟିଛି। ଏଠାରେ ଜଣେ ମହିଳାଙ୍କର ରକ୍ତାକ୍ତ ମୃତଦେହ ଉଦ୍ଧାର କରାଯାଇଛି। ମୃତ ମହିଳାଙ୍କର ସ୍ବାମୀଙ୍କୁ ପୁଲିସ ଗୁରୁତର ଭାବେ ଉଦ୍ଧାର କରି ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ରିପୋର୍ଟ…

କଂଗ୍ରେସକୁ ପ୍ରଧାନମନ୍ତ୍ରୀ ମୋଦିଙ୍କ ସିଧା ହମଲା

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଧବାର ସିଧାସଳଖ ପୂର୍ବରୁ କ୍ଷମତାରେ ଥିବା କଂଗ୍ରେସ ନେତୃତ୍ୱାଧୀନ ସରକାରକୁ ଟାର୍ଗେଟ କରିଛନ୍ତି। କଂଗ୍ରେସ କ୍ଷମତାରେ ଥିବା ବେଳେ ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପଗୁଡ଼ିକୁ ବିଳମ୍ବିତ କରୁଥିବା ଓ ପ୍ରଭାବୀ ନୀତିକୁ କାର୍ଯ୍ୟକାରୀ କରିବାରେ ବିଫଳ ହୋଇଥିଲା ବୋଲି…

୯୯୯ କିଲୋ ଗଞ୍ଜେଇ ଚୋରା ଚାଲାଣ ମାମଲା, ଜମାନତରେ ଆସିବା ପରେ କୋର୍ଟଙ୍କ ନିର୍ଦ୍ଦେଶ ଅବମାନନା କରି ପୁଣି ଗିରଫ ହେଲେ…

ମାଲକାନଗିରି, ୨୫।୧୨ : ମାନ୍ୟବର କୋର୍ଟଙ୍କ ନିର୍ଦ୍ଦେଶ କ୍ରମେ ମାଲକାନଗିରି ଜିଲ୍ଲା ଓର୍କେଲ ପୋଲିସ ଆଜି ବାଲିମେଳା ସହରର ଦୈନିକ ବଜାରରେ ରହୁଥିବା ଅସୀମ ମାଲିକ ନାମକ ବ୍ୟକ୍ତିଙ୍କୁ ପୋଲିସ ଗିରଫ କରିବା ପରେ ଆଜି ତାଙ୍କୁ କୋର୍ଟ ଚାଲାଣ କରାଯାଇଛି। ତେବେ ଏନେଇ ଓର୍କେଲ ପୋଲିସ ପକ୍ଷରୁ…

ରାଜ୍ୟରେ ଆହୁରି ୨୪ ଘଣ୍ଟା ବର୍ଷା

ଭୁବନେଶ୍ଵର: ଆସନ୍ତାକାଲି ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ଜାରି ରହିବ ବର୍ଷା। ଆଜି ସୁନ୍ଦରଗଡ଼ ସମେତ ଗୋଟିଏ ଦୁଇଟି ଜିଲ୍ଲାକୁ ଛାଡ଼ିଲେ ବାକି ସମସ୍ତ ଜିଲ୍ଲାରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବା ନେଇ ସମ୍ଭାବନା ରହିଛି । ବର୍ଷା ସାଙ୍ଗକୁ ସାରା ରାଜ୍ୟରେ କୋହଲା ପାଗ ଲାଗିରହିଛି।…

ଅଟଳ ବିହାରୀ ବାଜପେୟୀଙ୍କ ଜୟନ୍ତୀ ଅବସରରେ ଜିଲାସ୍ତରୀୟ ସୁଶାସନ ଦିବସ

ମାଲକାନଗିରି : ମହାନ ଜନନାୟକ ତଥା ଯଶସ୍ୱୀ କବି ପୂର୍ବତନ ପ୍ରଧାନମନ୍ତ୍ରୀ ଭାରତରତ୍ନ ସ୍ୱର୍ଗତଃ ଅଟଳ ବିହାରୀ ବାଜପେୟୀଙ୍କ ୧୦୦ତମ ଜୟନ୍ତୀ ପାଳନ ଅବସରରେ ଜିଲା ପ୍ରଶାସନ ପକ୍ଷରୁ ଜିଲାସ୍ତରୀୟ ସୁଶାସନ ଦିବସ ପାଳିତ ହୋଇଯାଇଛି। ଜିଲ୍ଲାପାଳ ଆଶିଷ ଈଶ୍ୱର ପାଟିଲଙ୍କ ତତ୍ତ୍ଵାବଧାନରେ ରେ…

କମିଶନରେଟ ପୋଲିସ କବଜାରେ ଅପରାଧୀ ଗ୍ୟାଙ୍ଗ, ୫ ବନ୍ଧୁକ ବେପାରୀ ସମେତ ୧୪ ଗିରଫ

ଭୁବନେଶ୍ୱର : କମିଶନରେଟ ପୋଲିସ କବଜାରେ ଅପରାଧୀ ଗ୍ୟାଙ୍ଗ । ୫ ବନ୍ଧୁକ ବେପାରୀଙ୍କ ସମେତ ମୋଟ ୧୪ ଗିରଫ । ନାକା ଚେକିଂ ବେଳେ ଅପରାଧୀ ଗ୍ୟାଙ୍ଗକୁ ଧରିଛି ପୋଲିସ । ବନ୍ଧୁକ ବେପାର ମାମଲାରେ ୫ଜଣଙ୍କୁ ଗିରଫ କରାଯାଇଛି । ସେମାନଙ୍କ ନିକଟରୁ ୫ଟି ବନ୍ଧୁକ, ୧୫ଟି ଗୁଳି ଓ…

‘ମୌକା ମୌକା ହର ବାର ଧୋକା’: ଆପ ଓ ବିଜେପି ପାଇଁ କଂଗ୍ରେସ ଜାରି କଲା ବହି

ଆସନ୍ତା ଦିଲ୍ଲୀ ବିଧାନସଭା ନିର୍ବାଚନ ପାଇଁ ଆଜି କଂଗ୍ରେସ ପକ୍ଷରୁ ‘ମୌକା ମୌକା ହର ବାର ଧୋକା’ ଶୀର୍ଷକ ଗୋଟିଏ ବହି ଜାରି କରାଯାଇଛି। ଦିଲ୍ଲୀ କଂଗ୍ରେସ ସଭାପତି ଦେବେନ୍ଦ୍ର ଯାଦବ, ଦଳର ନେତା ଅଜୟ ମାକେନ ଓ ଅନ୍ୟମାନଙ୍କ ଉପସ୍ଥିତିରେ ଉଭୟ ବିଜେପି ଓ ଆପକୁ କଟାକ୍ଷ କରି ବହିକୁ…