ବର୍ଷାକୁ ଖାତିର ନ କରି ପ୍ରଭୁ ଯୀଶୁଙ୍କ ପାଇଁ କଲେ ପ୍ରାର୍ଥନା : ଧରାବତରଣ କଲେ ପ୍ରଭୁ ଯୀଶୁ
ବାଲିଗୁଡା : ଆଜି ସାରା ବିଶ୍ୱ ପାଳନ କରୁଛି ବଡ଼ଦିନ। ମଧ୍ୟ ରାତ୍ରରୁ ଧରାବତରଣ କରିଛନ୍ତି ପ୍ରଭୁ ଯୀଶୁଖ୍ରୀଷ୍ଟ । ଏହି ପ୍ରରିପ୍ରେକ୍ଷୀରେ କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡର ପ୍ରତ୍ୟେକ ବ୍ଲକ ଅଞ୍ଚଳର ଗାଁ ଗହଳିରେ ଥିବା କ୍ୟାଥଲିକ, ବାପିଷ୍ଟ୍ , ସି.ଏନ.ଆଇ ଚର୍ଚ୍ଚ ଓ ଉପାସନା ଗୃହରେ!-->…