ହଟିଲା କଟକଣା: ଏଣିକି ଫେଲ୍ ହେଲେ ଫେଲ୍
ନୂଆଦିଲ୍ଲୀ : ସ୍କୁଲ ଶିକ୍ଷାରେ ବଡ଼ ପରିବର୍ତ୍ତନ କରିଛନ୍ତି କେନ୍ଦ୍ର ସରକାର। ୫ମ ଓ ୮ମ ଶ୍ରେଣୀରେ ରହିଥିବା ଫେଲ୍ ନ ହେବା କଟକଣାକୁ ଆଜି ସରକାର ହଟାଇ ଦେଇଛନ୍ତି। ଯେଉଁ ପିଲାମାନେ ବାର୍ଷିକ ପରୀକ୍ଷାରେ ପାସ୍ କରିପାରିବେ ନାହିଁ, ସେମାନଙ୍କୁ ସ୍କୁଲ ପକ୍ଷରୁ ଫେଲ ଘୋଷଣା କରାଯାଇ!-->…