ସାଧାରଣ ନିର୍ବାଚନରେ ଅନିୟମିତତା ନେଇ ନିର୍ବାଚନ କମିଶନଙ୍କୁ ଭେଟିଲା ବିଜେଡିର ସଂସଦୀୟ ଟିମ୍
ନୂଆଦିଲ୍ଲୀ/ଭୁବନେଶ୍ବର: ସାଧାରଣ ନିର୍ବାଚନ-୨୦୨୪ରେ ଅନିୟମିତତା ନେଇ ବିଜୁ ଜନତା ଦଳ (ବିଜେଡି) ଅଭିଯୋଗ ଆଣିଛି। ନୂଆଦିଲ୍ଲୀରେ ଭାରତୀୟ ନିର୍ବାଚନ କମିସନଙ୍କୁ ଭେଟି ସ୍ମାରକପତ୍ର ଦେଲା ପରେ ବିଜେଡି ସଂସଦୀୟ ଟିମ୍ ସୋମବାର ଅପରାହ୍ଣରେ ସାମ୍ବାଦିକ ସମ୍ମିଳନୀ ମାଧ୍ୟମରେ ଏହି ସୂଚନା ଦେଇଛି।!-->…