ପାନାମା କେନାଲକୁ ନେଇ ଧମକ ଦେଲେ ଟ୍ରମ୍ପ
ବିଶ୍ୱରେ ଚୀନ୍ କ୍ରମାଗତ ଭାବରେ ନିଜର ପ୍ରଭାବ ବଢ଼ାଉଛି। ବର୍ତ୍ତମାନ ଚୀନର ପ୍ରଭାବ ଏତେ ବଢିଯାଇଛି ଯେ ଆମେରିକା ନିଜ ପ୍ରତି ବିପଦ ଅନୁଭବ କରିବା ଆରମ୍ଭ କରିଛି। ତାଇୱାନ ପରେ ଏବେ ପାନାମା କେନାଲ ମଧ୍ୟ ଏକ ପ୍ରସଙ୍ଗ ପାଲଟିଛି ଯେଉଁଠି ଚୀନ ଓ ଆମେରିକା ମୁହାଁମୁହିଁ ହୋଇପାରନ୍ତି। ଆମେରିକାର!-->…