ହୁତୁହୁତୁ ହୋଇ ଜଳିଗଲା ଘରୋଇ ବସ୍ କ୍ରିଷ୍ଣା
ବାଲିଗୁଡ଼ା:: କନ୍ଧମାଳ ଜିଲ୍ଲା ବାଲିଗୁଡା ମେଡିକାଲ ସମ୍ମୁଖ ଗଳି ତଥା ଥାନା ଓ କାଳୀ ମନ୍ଦିର ନିକଟରେ ଶନିବାର ଅପରାହ୍ନରେ ହୁତୁହୁତୁ ହୋଇ ଜଳିଗଲା ଘରୋଇ ବସ୍ କ୍ରିଷ୍ଣା । ଖବରପାଇ ଘଟଣାସ୍ଥଳରେ ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିଥିବା ବେଳେ ବସଟିରଭିତର ପାଖ ସମ୍ପୂର୍ଣ୍ଣ ପୋଡି!-->…