ଲଘୁଚାପ ବର୍ଷାରେ କ୍ଷେତ ଓ ଖଳାରେ ଭିଜୁଛି ପାଚିଲା ଧାନ : ଚିନ୍ତାରେ ଚାଷୀ କୂଳ
ବାଲିଗୁଡା : ଲଘୁଚାପ ପ୍ରଭାବରେ ଗୁରୁବାର ଠାରୁ ବାଲିଗୁଡା ସମେତ ଆଖପାଖ ଅଞ୍ଚଳରେ ଅଦିନିଆ ଝିପିଝିପି ବର୍ଷା ଲାଗି ରହିଥିବାରୁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡିଛି। ବିଶେଷ କରି ଏବେ ଶହଶହ ଚାଷୀଙ୍କର କ୍ଷେତ ଓ ଖଳାରେ ପାଚିଲାଧାନ ପଡି ରହି ଥିବାରୁ ଅଦିନିଆ ବର୍ଷାରେ ଭିଜୁଛି। ଚାଷୀମାନେ ଅମଳ!-->…