ପ୍ରତାପ ଷଡ଼ଙ୍ଗୀଙ୍କୁ ଅଭିନୟ ପାଇଁ ଅସ୍କାର ମିଳିବା ଦରକାର କହିଲେ ଜୟା ବଚ୍ଚନ…
ନୂଆଦିଲ୍ଲୀ : ସମାଜବାଦୀ ପାର୍ଟିର ରାଜ୍ୟସଭା ସାଂସଦ ଜୟା ବଚ୍ଚନ ସଂସଦ ଧକ୍କା କାଣ୍ଡକୁ ନେଇ ବିଜେପି ସାଂସଦ ପ୍ରତାପ ଷଡ଼ଙ୍ଗୀଙ୍କୁ ଟାର୍ଗେଟ କରିଛନ୍ତି। ପ୍ରତାପ ଷଡ଼ଙ୍ଗୀଙ୍କ ସହ ମୁକେଶ ରାଜପୁତ ମଧ୍ୟ ଗତକାଲି ସଂସଦରେ ହୋଇଥିବା ଦଙ୍ଗାରେ ଆହତ ହୋଇଥିବା ଅଭିଯୋଗ ହୋଇଛି। ଉଭୟଙ୍କୁ ଲୋକସଭାର!-->…