ଦୁଇ ଦିନିଆ ଓଡିଶା ଗସ୍ତରେ ଆସୁଛନ୍ତି ଅମିତ୍ ଶାହ
ଭୁବନେଶ୍ବର: ପୁଣି ଓଡିଶା ଗସ୍ତରେ ଆସୁଛନ୍ତି କେନ୍ଦ୍ର ଗୃହମନ୍ତ୍ରୀ ଅମିତ୍ ଶାହ । ଶାହଙ୍କ ଦୁଇ ଦିନିଆ ଓଡ଼ିଶା ଆସିବା ନେଇ ସୂଚନା ଦେଇଛନ୍ତି ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ । ତେବେ କେବେ ଆସିବେ ସେନେଇ ସ୍ପଷ୍ଟ କରି କହିନାହାନ୍ତି ।
ଏନେଇ ମନମୋହନ କହିଛନ୍ତି, ଆସନ୍ତା ୨୮, ୨୯,!-->!-->!-->…