ଏନ୍କାଉଣ୍ଟରରେ ଟଳିଲେ ୫ ଆତଙ୍କବାଦୀ
ସେନାକୁ ମିଳିଲା ବଡ଼ ସଫଳତା। ଏନ୍କାଉଣ୍ଟରରେ ଟଳିଲେ ୫ ଆତଙ୍କବାଦୀ। ଜମ୍ମୁ-କଶ୍ମୀରର କୁଲଗାମରେ ସୁରକ୍ଷାବାହିନୀ ଓ ଆତଙ୍କବାଦୀଙ୍କ ମଧ୍ୟରେ ଗୁଳିବିନିମୟ ହୋଇଛି। ଏହି ଏନ୍କାଉଣ୍ଟରେ ସେନା ଗୁଳିରେ ୫ ଆତଙ୍କବାଦୀ ନିହତ ହୋଇଛନ୍ତି।
ସେହିପରି ଆତଙ୍କୀଙ୍କ ଗୁଳିମାଡ଼ରେ ଦୁଇ ଜଣ ଯବାନ!-->!-->!-->…