ଟାଟା ମୋଟର୍ସରେ ଚାକିରି ନାଁରେ ଠକେଇ ମାମଲା: ପୁଣି ୩ ଏତଲାକାରୀ ଓହରିଲେ
ବ୍ରହ୍ମପୁର: ବହୁ ଚର୍ଚ୍ଚିତ ଟାଟା ମୋଟର୍ସରେ ଚାକିରି କରେଇଦେବା ନାଁରେ ଠକେଇ ମାମଲାରୁ ଅନ୍ୟ ୩ ଜଣ ଏତଲାକାରୀ ଓହରି ଯାଇଛନ୍ତି। ସାଂସଦ ପ୍ରଦୀପ ପାଣିଗ୍ରାହୀ କୌଣସି ଟଙ୍କା ନେଇ ନଥିବା ବ୍ରହ୍ମପୁର ଜେଏମ୍ଏଫ୍ସି କୋର୍ଟରେ ଏହି ତିନି ଜଣ କହିଛନ୍ତି। ଗତ ୧୦ ତାରିଖ ଦିନ ୨ ଜଣ ଏତଲାକାରୀ!-->…