ଜିଲ୍ଲା ଆଇନ ସେବା ପ୍ରାଧିକରଣ ଫୁଲବାଣୀ ଦ୍ଵାରା ନେଡିପଦର ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ସଚେତନତା ଶିବିର
ଫୁଲବାଣୀ : ଶ୍ରୀଯୁକ୍ତ ସତ୍ୟପୀର ମିଶ୍ର, ଜିଲ୍ଲା ଓ ଦୌରା ଜଜ୍ ତଥା ଅଧ୍ୟକ୍ଷ, ଜିଲ୍ଲା ଆଇନ ସେବା ପ୍ରାଧିକରଣ ଫୁଲବାଣୀଙ୍କ ନିର୍ଦ୍ଧେଶ କ୍ରମେ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ, ନେଡିପଦର, ଫିରିଙ୍ଗିଆ ଠାରେ ଜିଲ୍ଲା ଆଇନ ସେବା ପ୍ରାଧିକରଣ, ଫୁଲବାଣୀ ଦ୍ଵାରା “ଅନିୟନ୍ତ୍ରିତ ଏସିଡ୍!-->…