ଆରମ୍ଭ ହେଲା ରଥଯାତ୍ରାର ଆଦ୍ୟ ପର୍ବ; ନୟାଗଡ଼ରେ ପହଞ୍ଚିଲା ଆଜ୍ଞାମାଳ
ପୁରୀ / ନୟାଗଡ :ଆରମ୍ଭ ହେଲା ରଥଯାତ୍ରାର ଆଦ୍ୟ ପର୍ବ। ଆସନ୍ତା ରଥଯାତ୍ରା ପାଇଁ ଆବଶ୍ୟକ ରଥକାଠ ଆଣିବାକୁ ନୟାଗଡ଼ରେ ପହଞ୍ଚିଲା ଆଜ୍ଞାମାଳ। ଶ୍ରୀମନ୍ଦିର ପ୍ରଶାସନର ୩ ଜଣିଆ ପ୍ରତିନିଧି ଦଳ ମହାପ୍ରଭୁଙ୍କ ଆଜ୍ଞାମାଳ ନେଇ ନୟାଗଡ଼ରେ ପହଞ୍ଚିବା ପରେ ସମସ୍ତଙ୍କୁ ସ୍ୱାଗତ କରାଯାଇଛି।
!-->!-->!-->…