ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂଦେଓଙ୍କ ଦ୍ଵାରା ଧାନମଣ୍ଡି ଉଦଘାଟିତ
ମାଲକାନଗିରି : ଆଜି ନିୟନ୍ତ୍ରିତ ବଜାର କମିଟି ମାର୍କେଟ ୟାର୍ଡରେ ଜିଲ୍ଲାରେ ଖରିଫ ଧାନମଣ୍ଡି ସ୍ଥାନୀୟ ବଜାର କମିଟି ପ୍ରାଙ୍ଗଣରେ ଜିଲ୍ଲାପାଳ ଆଶିଷ ଇଶ୍ଵର ପାଟିଲଙ୍କ ଅଧ୍ୟକ୍ଷତାରେ ଉଦଘାଟିତ ହୋଇଛି । ଆଜି ଏହି ଉତ୍ସବରେ ମୁଖ୍ୟ ଅତିଥି ଭାବେ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ!-->…