ପାଲେଷ୍ଟାଇନ ଲେଖାଥିବା ବ୍ୟାଗ ଧରି ସଂସଦରେ ପହଞ୍ଚିଲେ ପ୍ରିୟଙ୍କା

କଂଗ୍ରେସ ସାଂସଦ ପ୍ରିୟଙ୍କା ଗାନ୍ଧି ଭଦ୍ରା ପାଲେଷ୍ଟାଇନ ଲେଖାଥିବା ଗୋଟିଏ ବ୍ୟାଗ ଧରି ସଂସଦରେ ପହଞ୍ଚିବାରୁ ଏହା ଉପରେ ପ୍ରଶ୍ନ ଉଠାଇଛି ବିଜେପି। ବ୍ୟାଗରେ ପାଲେଷ୍ଟାଇନର ଚିହ୍ନ ରହିବା ସହ ତରଭୁଜର ଚିତ୍ର ରହିଛି। ତରଭୁଜକୁ ସବୁବେଳେ ପାଲେଷ୍ଟାଇନ ସହ ସହାନୁଭୂତି ପାଇଁ ବ୍ୟବହାର କରାଯାଏ। …

ରାଜଧାନୀରେ ଗର୍ଜିଲେ ଅଙ୍ଗନବାଡି କର୍ମୀ

ଭୁବନେଶ୍ବର: ରାଜଧାନୀରେ ଗର୍ଜିଲେ ଅଙ୍ଗନବାଡି କର୍ମୀ । ମିଶନ ଶକ୍ତି କର୍ମୀଙ୍କ ପରେ ଅଙ୍ଗନବାଡି କର୍ମୀଙ୍କ ଗର୍ଜନ । ସରକାରୀ କର୍ମଚାରୀ ମାନ୍ୟତା ସହ ବିଭିନ୍ନ ଦାବି ନେଇ ୫୦ହଜାରରୁ ଅଧିକ କର୍ମୀ ଓ ସହାୟିକା ଲୋୟର ପିଏମଜିରେ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି । ବହିଷ୍କାର ହୋଇଥିବା…

ପ୍ରଦୂଷଣ ସ୍ଥିତି ଭୟଙ୍କର: ରାଜଧାନୀରେ ଲାଗିଲା GRAP-III

ଦେଶର ରାଜଧାନୀ ଦିଲ୍ଲୀରେ ପ୍ରଦୂଷଣ ସ୍ଥିତି ପୁଣି ଭୟଙ୍କର ହୋଇଛି। ସ୍ଥିତିକୁ ଦେଖି ଏୟାର କ୍ୱାଲିଟୀ ମ୍ୟାନେଜମେଣ୍ଟ କମିଶନ(CAQM) ପୁଣିଥରେ ଦିଲ୍ଲୀରେ GRAP-III ଲାଗୁ କରିଛନ୍ତି। ଦିଲ୍ଲୀ-ଏନସିଆରରେ ପ୍ରଦୂଷଣ ନିୟନ୍ତ୍ରଣ କରିବାକୁ ଏପରି ବ୍ୟବସ୍ଥା ଲାଗୁ କରାଯାଇଛି। ଦିଲ୍ଲୀରେ ଆଜି…

ମାଓ କ୍ୟାମ୍ପ ଠାବ,  ବିପୁଳ ପରିମାଣର ମାଓ ସାମଗ୍ରୀ ଜବତ 

ବଲାଙ୍ଗିର : ମାଓ କ୍ୟାମ୍ପ ଠାବ  l  ବିପୁଳ ପରିମାଣର ମାଓ ସାମଗ୍ରୀ ଜବତ  l ବଲାଙ୍ଗିର ଜିଲ୍ଲା ତୁରକେଲା ବ୍ଲକ ଛତର ଦାଣ୍ଡି ଜଙ୍ଗଲରେ ପୋଲିସର  ଚଡାଉ ବେଳେ ଏହି ମାଓ ସାମଗ୍ରୀ ଜବତ ହୋଇଛି  l  ଗତକାଲି ପୋଲିସ ମାଓ କମ୍ବିଙ୍ଗ କରୁଥିବା ବେଳେ ମାଓ କ୍ୟାମ୍ପ ଠାବ ହୋଇଥିଲା  l ପୁର୍ବରୁ…

ପରଲୋକରେ ପ୍ରସିଦ୍ଧ ତବଲା ବାଦକ ଜାକିର ହୁସେନ

ନୂଆଦିଲ୍ଲୀ: ପ୍ରସିଦ୍ଧ ତବଲା ବାଦକ ଜାକିର ହୁସେନଙ୍କ ପରଲୋକ ହୋଇଯାଇଛି। ପରିବାର ଲୋକେ ଗଣମାଧ୍ୟମକୁ ଏହି ସୂଚନା ଦେଇଛନ୍ତି। ଭାରତୀୟ ସମୟ ଅନୁସାରେ ସୋମବାର ସକାଳୁ ତାଙ୍କର ମୃତ୍ୟୁ ହୋଇଥିବା ଜଣାଯାଇଛି। କିଛିଦିନ ତଳେ ସ୍ୱାସ୍ଥ୍ୟାବସ୍ଥା ଖରାପ ହେବାରୁ ତାଙ୍କୁ ଆମେରିକାର ସାନ୍…

ବିକ୍ଷୋଭ ବେଳେ ମହୁମାଛି ଆକ୍ରମଣ, ହଟହଟା କଂଗ୍ରେସ କର୍ମୀ ଓ ପୋଲିସ

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରରେ ବିକ୍ଷୋଭ ବେଳେ ମହୁମାଛି ଆକ୍ରମଣ। ମହୁମାଛିଠୁ ବର୍ତ୍ତିବାକୁ ଦୌଡ଼ିଛନ୍ତି କଂଗ୍ରେସ କର୍ମୀ । ସୂଚନା ଅନୁଯାୟୀ, ବିଚ୍ ରାସ୍ତା ଉପରେ ମହୁମାଛି ମାନେ ଜୋରଦାର ଆକ୍ରମଣ କରିଛନ୍ତି। ମହୁମାଛିଠୁ ବର୍ତ୍ତିବାକୁ ଦୌଡ଼ିଛନ୍ତି କଂଗ୍ରେସ କର୍ମୀ। ମହୁମାଛି…

ସିରିଆ ଉପରେ ‘ଭୂକମ୍ପ ବୋମା’ ମାଡ଼ କଲା ଇସ୍ରାଏଲ

ସିରିଆର ଉପକୂଳବର୍ତ୍ତୀ ତାରଟୁସ ରିଜନରେ ଇସ୍ରାଏଲ ପକ୍ଷରୁ ଭୟଙ୍କର ଏୟାର ଷ୍ଟ୍ରାଇକ ଜାରି ରହିଛି। ୨୦୧୨ ପରେ ପ୍ରଥମଥର ପାଇଁ ଉକ୍ତ ଅଞ୍ଚଳରେ ଇସ୍ରାଏଲ ଏପରି ଘନଘନ ବୋମା ମାଡ଼ କରିଛି। ଇସ୍ରାଏଲ ପକ୍ଷରୁ ସିରିଆର ସାମାରିକ ପ୍ରତିଷ୍ଠାନ ବିଶେଷ କରି ଏୟାର ଡିଫେନ୍ସ ୟୁନିଟ ଓ…

ମାଲକାନଗିରି ଜିଲ୍ଲାରେ ଖୋଲିଲା ଧାନ ମଣ୍ଡି, ଉଦଘାଟନ କଲେ କୃଷିମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ

ମାଲକାନଗିରି : ମାଲକାନଗିରି ଜିଲ୍ଲାରେ ଖୋଲିଲା ଧାନ ମଣ୍ଡି । ଧାନ ମଣ୍ଡିକୁ ଉଦଘାଟନ କଲେ ଉପମୁଖ୍ୟମନ୍ତ୍ରୀ ତଥା କୃଷିମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ । ଚଳିତ ବର୍ଷ ମାଲକାନଗିରି ଜିଲ୍ଲାରୁ ୯ ଲକ୍ଷ ୨୪ ହଜାର କୁଇଣ୍ଟାଲ ଧାନ କିଣିବା ଲାଗି ରାଜ୍ୟ ସରକାର ସ୍ଥିର…

ରାହୁଲ ଗାନ୍ଧିଙ୍କୁ ଚିଠି ଲେଖିଲା ପ୍ରଧାନମନ୍ତ୍ରୀ ସଂଗ୍ରହାଳୟ, ନେହରୁଙ୍କ ଚିଠି ଫେରସ୍ତ ମାଗିଲା

ପୂର୍ବତନ ପ୍ରଧାନମନ୍ତ୍ରୀ ଜବାହାରଲାଲ ନେହେରୁଙ୍କ ବହୁ ଚିଠି ଏବେ କଂଗ୍ରେସ ପାଖରେ ଅଛି। ଉକ୍ତ ଚିଠିଗୁଡ଼ିକ ଖୁବ୍‌ ଐତିହାସିକ ଗୁରୁତ୍ୱ ବହନ କରୁଥିବା ବେଳେ ପ୍ରାୟ ୧୬ ବର୍ଷ ହେଲାଣି କଂଗ୍ରେସ ତାହାକୁ ଫେରାଇବା ନାଁ ଧରୁନି। । ତେଣୁ ସମସ୍ତ ଚିଠିଗୁଡ଼ିକୁ ଫେରସ୍ତ କରିବାକୁ କଂଗ୍ରେସ ନେତା…

ଧନୁ ସଂକ୍ରାନ୍ତି; ଆଜିଠୁ ଶ୍ରୀମନ୍ଦିରରେ ଆରମ୍ଭ ହେଲା ମହାପ୍ରଭୁଙ୍କ ପହିଲି ଭୋଗ ନୀତି

ପୁରୀ: ଓଡ଼ିଆର ଅନ୍ୟ ଏକ ମୁଖ୍ୟ ପର୍ବ ହେଉଛି ଧନୁ ସଂକ୍ରାନ୍ତି । ସୂର୍ଯ୍ୟଙ୍କ ଧନୁ ରାଶିକୁ ଚଳନକୁ ଧନୁ ସଂକ୍ରାନ୍ତି କୁହାଯାଇଥାଏ । ଆଜି ଧନୁ ସଂକ୍ରାନ୍ତି ଅବସରରେ ଶ୍ରୀମନ୍ଦିରରେ ଆରମ୍ଭ ହୋଇଛି ମହାପ୍ରଭୁଙ୍କ ପହିଲି ଭୋଗ ନୀତି । ଧନୁ ସଂକ୍ରାନ୍ତି ଠାରୁ ମକର ସଂକ୍ରାନ୍ତି ପର୍ଯ୍ୟନ୍ତ…