ବନାନୀ କଳାସଙ୍ଗମ ପକ୍ଷରୁ ସାମାଜିକ ନାଟକ ‘ଅଭିନେତ୍ରୀ ‘ ମଞ୍ଚସ୍ଥ
ଫୁଲବାଣୀ -ଜିଲ୍ଲାର ଏକମାତ୍ର ଅଗ୍ରଣୀ ସାଂସ୍କୃତିକ ଅନୁଷ୍ଠାନ ବନାନୀ କଳା ସଙ୍ଗମ ତରଫରୁ ଏକୋଇଶି ତମ ଅବଦାନ ସ୍ୱରୂପ ନାଟ୍ୟକାର ଲିଙ୍ଗରାଜ ନାହାକଙ୍କ ରଚିତ ଏକ ଭିନ୍ନ ସ୍ୱାଦର ସାମାଜିକ ନାଟକ ଅଭିନେତ୍ରୀ ଡିସେମ୍ବର ୧୪ ଶନିବାର ସଭାଗୃହ ଠାରେ ଅନୁଷ୍ଠିତ ହୋଇଥିଲା lନାଟକରେ ମୁଖ୍ୟ ଭୂମିକାରେ!-->…