ମହିଳାଙ୍କ ମୃତଦେହ ଉଦ୍ଧାର ଘଟଣା, ସ୍ୱାମୀକୁ ରାଜ୍ୟ ବାହାରୁ ଗିରଫ କଲା କମିଶନରେଟ୍ ପୋଲିସ
କଟକ : କଟକ କାଠଯୋଡ଼ି ନଦୀପଠାରୁ ମହିଳାଙ୍କ ମୃତଦେହ ଉଦ୍ଧାର ଘଟଣାରେ ମୁଖ୍ୟ ଅଭିଯୁକ୍ତ ଗିରଫ । ମୃତ ମହିଳାଙ୍କ ସ୍ୱାମୀକୁ ରାଜ୍ୟ ବାହାରୁ ଗିରଫ କଲା କମିଶନରେଟ୍ ପୋଲିସ । ମୃତ ମହିଳାଙ୍କ ଘର କେନ୍ଦ୍ରାପଡ଼ାରେ ବୋଲି ସୂଚନା ମିଳିଛି । ସାଇବର ଥାନାର ବୈଷୟିକ!-->…