ବ୍ରହ୍ମପୁର ସାଂସଦଙ୍କୁ ଭେଟିଲେ ୧୫ ସରପଞ୍ଚ: ବଦଳିପାରେ ରାଜନୈତିକ ସମୀକରଣ, ବିଜେଡି ଶିବିରରେ ହଟ୍ଟଚମଟ
ଗୋପାଳପୁର: ରଙ୍ଗେଇଲୁଣ୍ଡା ବ୍ଲକ ଅନ୍ତର୍ଗତ ୧୫ଟି ପଞ୍ଚାୟତର ସରପଞ୍ଚ, ଜଣେ ସମିତି ସଭ୍ୟଙ୍କ ସମେତ ବିଜେଡିର ଆଗଧାଡିର କିଛି ନେତା ଭୁବନେଶ୍ବରରେ ବ୍ରହ୍ମପୁର ସାଂସଦ ଡ଼ ପ୍ରଦିପ କୁମାର ପାଣିଗ୍ରାହୀଙ୍କୁ ସାକ୍ଷାତ କରି ଅଞ୍ଚଳର ବିଭିନ୍ନ ସମସ୍ୟା ନେଇ ଆଲୋଚନା କରିଥିବା ଜଣାପଡିଛି। ହଠାତ!-->…