ଜିଲ୍ଲା ଆଇନ ସେବା ପ୍ରାଧିକରଣ ଫୁଲବାଣୀ ଦ୍ଵାରା ମାନବାଧିକାର ସମ୍ପର୍କିତ ଆଲୋଚନା ଚକ୍ର
ଫୁଲବାଣୀ : ଶ୍ରୀଯୁକ୍ତ ସତ୍ୟପୀର ମିଶ୍ର, ଜିଲ୍ଲା ଓ ଦୌରା ଜଜ୍ ତଥା ଅଧ୍ୟକ୍ଷ, ଜିଲ୍ଲା ଆଇନ ସେବା ପ୍ରାଧିକରଣ ଫୁଲବାଣୀଙ୍କ ନିର୍ଦ୍ଧେଶ କ୍ରମେ ଫୁଲବାଣୀ ବିକଳ୍ପ ବିବାଦ ସମାଧାନ କେନ୍ଦ୍ର ସଭାଗୃହ ଠାରେ ଜିଲ୍ଲା ଆଇନ ସେବା ପ୍ରାଧିକରଣ, ଫୁଲବାଣୀ ଆନୁକୂଲ୍ୟରେ ମାନବାଧିକାର ଦିବସ-୨୦୨୪!-->…