ଛତିଶଗଡ଼ରେ ବଡ଼ ଏନ୍କାଉଣ୍ଟର, ୭ ନକ୍ସଲ ସଫା
ରାୟପୁର : ଛତିଶଗଡ଼ରେ ବଡ଼ ଏନ୍କାଉଣ୍ଟର। ପୁଲିସକୁ ମିଳିଲା ବଡ଼ ସଫଳତା। ନକ୍ସଲ ପ୍ରଭାବିତ ଅଞ୍ଚଳ ନାରାୟଣପୁର ଜିଲ୍ଲାରେ ସୁରକ୍ଷାକର୍ମୀଙ୍କ ସହ ଗୁଳି ବିନିମୟରେ ୭ ଜଣ ନକ୍ସଲ ନିହତ ହୋଇଛନ୍ତି।ଆଜି ସକାଳୁ ଜିଲ୍ଲାର ଦକ୍ଷିଣ ଅବୁଝମାଡ଼ ଜଙ୍ଗଲରେ ପୁଲିସ ଓ ନକ୍ସଲ ମୁହାଁମୁହିଁ ହୋଇଥିଲେ। ଏଥିରେ!-->…