ବାଲିଗୁଡା କୋର୍ଟରେ ହଜାର ହେଲେ ମାଓ ନେତା ଆଜାଦ…
ବାଲିଗୁଡା, :କନ୍ଧମାଳ ଜିଲ୍ଲାରେ କିଛି ବର୍ଷ ହେବ ମାଓ କାର୍ଯ୍ୟ କଳାପ କରାଇ ଆତଙ୍କ ସୃଷ୍ଟି କରିଥିବା ଟପ ମାଓ ନେତା ଆଜାଦ ଓରଫ କେଶବ ରାଓ ଙ୍କୁ କଡା ସୁରକ୍ଷା ବଳୟ ମଧ୍ୟରେ ଭୁବନେଶ୍ୱର ଝାରପଡା ଜେଲ ରୁ ବାଲିଗୁଡା ଅତିରିକ୍ତ ଜିଲ୍ଲା ଦୌରା ଜଜ କୋର୍ଟ କୁ ଅଣାଯାଇଥିଲା l ଏଠାରେ ଆଜି!-->…