AI ଇଞ୍ଜିନିୟର ଅତୁଲ ସୁଭାଷ ଆତ୍ମହତ୍ୟା ମାମଲା, ୪ ଜଣଙ୍କ ନାଁରେ ଏତଲା
ବେଙ୍ଗଳୁରୁର ବହୁ ଚର୍ଚ୍ଚିତ AI ଇଞ୍ଜିନିୟର ଅତୁଲ ସୁଭାଷ ଆତ୍ମହତ୍ୟା ମାମଲାରେ ୪ ଜଣଙ୍କ ନାଁରେ ଦାଏର ହୋଇଛି ଏତଲା। ଅତୁଲଙ୍କ ପତ୍ନୀ, ପତ୍ନୀଙ୍କ ପରିବାର ଓ ମାନସିକ ନିର୍ଯାତନା ଅଭିଯୋଗରେ ବିଚାରପତିଙ୍କ ନାଁରେ ବି କର୍ଣ୍ଣାଟକରେ ଏଫଆଇର ରୁଜୁ ହୋଇଛି।
ମୃତ ଅତୁଲଙ୍କ ଭାଇ ବିକାଶ କୁମାର!-->!-->!-->…