ମୁଖ୍ୟମନ୍ତ୍ରୀ ଟ୍ରଫି ଟୁର୍ନାମେଣ୍ଟ ଉଦଘାଟିତ
ବ୍ରହ୍ମପୁର : ସ୍ଥାନୀୟ ମହାତ୍ମା ଗାନ୍ଧୀ ଷ୍ଟାଡିୟମରେ ଆଜି ମୁଖ୍ୟମନ୍ତ୍ରୀ ଟ୍ରଫି ଟୁର୍ନାମେଣ୍ଟ ଉଦଘାଟିତ ହୋଇଯାଇଛି। ଉଦ୍ଘାଟନୀ ଉତ୍ସବରେ ବ୍ରହ୍ମପୁର ବିଧାୟକ କେ. ଅନିଲ କୁମାର ମୁଖ୍ୟଅତିଥି ଓ ବ୍ରହ୍ମପୁର ମହାନଗର ନିଗମ କମିଶନର ଆକବରମ ସସ୍ୟ ରେଡ୍ଡି, ବ୍ରହ୍ମପୁର ଉପଜିଲ୍ଲାପାଳ ଅବିନାଶ!-->…