ଏମ୍ଭି୭ ହାଇସ୍କୁଲ ଖେଳପଡିଆ ଠାରେ ଜିଲ୍ଲାସ୍ତରୀୟ ମତ୍ସ୍ୟ ଓ ପ୍ରାଣୀସମ୍ପଦ ମହୋତ୍ସବ ଆୟୋଜିତ
ମାଲକାନଗିରି,୧୦।୧୨ ଆଜି ମାଲାକନଗିରି ଜିଲ୍ଲା ମତ୍ସ୍ୟ ଓ ପ୍ରାଣୀସମ୍ପଦ ବିଭାଗ ତରଫରୁ ଏକ ଜିଲ୍ଲାସ୍ତରୀୟ ମହୋତ୍ସବ ଏମ୍ଭି୭ ହାଇସ୍କୁଲ ଖେଳପଡିଆ ଠାରେ ଆୟୋଜିତ ହୋଇ ଯାଇଛିା ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଅତିରିକ୍ତ ଜିଲ୍ଲାପାଳ ସୋମନାଥ ପ୍ରଧାନ,ଜିଲ୍ଲା ପରିଷଦ ଅଧ୍ୟକ୍ଷା ସମାରୀ!-->…