ଗୁଣିଗାରେଡି ସନ୍ଦେହରେ ହତ୍ୟା: ଜଳୁଥିବା ଜୁଇରେ ଆଉ ଜଣଙ୍କୁ ଜାଳିଦେଲେ
କୋରାପୁଟ: ଆଜିର ସଭ୍ୟ ସମାଜରେ ବେଶୀ ଅସଭ୍ୟ ହେଉଛି ମଣିଷ। ଭୁଲିଯାଉଛି ମଣିଷପଣିଆ। ଗୁଣିଗାରେଡ଼ିର ବିଶ୍ଵାସ କରି ମଣିଷ ଘଟାଉଛି ନାରକିଅ କାଣ୍ଡ। ଏଭଳି ଏକ ବିଭତ୍ସ ଚିତ୍ର ଦେଖିବାକୁ ମିଳିଛି କୋରାପୁଟ ଜିଲ୍ଲାରେ । କୋରାପୁଟ ଜିଲ୍ଲା ବନ୍ଧୁଗାଁ ବ୍ଲକ ଗାରିଡି ପଞ୍ଚାୟତ ଝାରାପା ଗାଁରେ ଆଜି!-->…