ଡ୍ରେନ୍ କାମ ବେଳେ ଜଣେ ଶ୍ରମିକ ମୃତ, ୨ ଗୁରୁତର
କଟକ: ଡ୍ରେନ୍ କାମବେଳେ ଅଘଟଣ। ପୁଣି କଟକରେ ଡ୍ରେନରେ ଯାଇଛି ଜୀବନ। କଟକରେ ଡ୍ରେନ କାମ ସମୟରେ ଜଣେ ଶ୍ରମିକ ମୃତ, ଜଣେ ଗୁରୁତର। କଟକର ବିଡ଼ାନାସୀ ଛକରେ ସିଏମସିର ଡ୍ରେନ୍ କାମବେଳେ ଏହି ଅଘଟଣ ଘଟିଛି। ସିଏମସିର ଡ୍ରେନ୍ କାମବେଳେ ପାଖରେ ଥିବା କାନ୍ଥ ଭୁଶୁଡ଼ିବାରୁ ଏହି ଦୁଇ ଶ୍ରମିକ ଚାପି!-->…