ଟାଟା ଷ୍ଟିଲ ଫାଉଣ୍ଡେସନ ପକ୍ଷରୁ ସ୍କୁଲ ବିଲ୍ଡିଂ ନବୀକରଣ
ଭୁବନେଶ୍ୱର/ ଛତ୍ରପୁର : ଟାଟା ଷ୍ଟିଲ ଫାଉଣ୍ଡେସନ (ଟିଏସଏଫ) ପକ୍ଷରୁ ଗଞ୍ଜାମ ଜିଲ୍ଲା ଛତ୍ରପୁରସ୍ଥିତ ନରେନ୍ଦ୍ରପୁର ହାଇସ୍କୁଲ ବିଲ୍ଡିଂର ନବୀକରଣ କରାଯାଇଛି। ଗତ ବାତ୍ୟାରେ ବିଦ୍ୟାଳୟର କୋଠା ବ୍ୟାପକ କ୍ଷତିଗ୍ରସ୍ତ ହୋଇଥିଲା। ତେବେ ସ୍କୁଲରେ ପାଠ ପଢୁଥିବା ପ୍ରଥମରୁ ଦଶମ ଶ୍ରେଣୀ!-->…