ମଧ୍ୟାହ୍ନ ଭୋଜନ ଖାଇ ୯୦ରୁ ଅଧିକ ଛାତ୍ରଛାତ୍ରୀ ଅସୁସ୍ଥ
ଭୁବନେଶ୍ବର : ସ୍କୁଲରେ ମଧ୍ୟାହ୍ନ ଭୋଜନ ଖାଇବା ପରେ ଆଜି ୯୦ରୁ ଅଧିକ ଛାତ୍ରଛାତ୍ରୀ ଅସୁସ୍ଥ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ଅନେକ ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି। ରାଜ୍ୟର ଦୁଇଟି ଭିନ୍ନ ଭିନ୍ନ ସ୍ଥାନରେ ଘଟିଛି ଏହି ଘଟଣା। ଗୋଟିଏ କନ୍ଧମାଳ ଓ ଅନ୍ୟଟି ବଲାଙ୍ଗିର ଜିଲ୍ଲାରେ!-->…