ହାଇୱା ଧକ୍କାରେ ସ୍ତ୍ରୀ ମୃତ ଓ ସ୍ୱାମୀ ଗୁରୁତର
ପିପିଲି: ନିମାପଡ଼ା ରଟିଲୋ ଛକରେ ହାଇୱା ଧକ୍କାରେ ସ୍ତ୍ରୀ ମୃତ ଓ ସ୍ୱାମୀ ଗୁରୁତର ହୋଇଥିବାର ଖବର ମିଳିଛି। ମୃତା ହେଲେ ସଂଯୁକ୍ତା ଲେଙ୍କା(୫୮)। ସେ ସିଡିପିଓ କାର୍ଯ୍ୟାଳୟରେ କାର୍ଯ୍ୟରତ। ତାଙ୍କ ଘର ପିପିଲି ଥାନା ଅନ୍ତର୍ଗତ ପାଇକ ସାହିରେ ବୋଲି ଜଣାଯାଇଛି।
ଦମ୍ପତି ବାଇକ୍ ଯୋଗେ!-->!-->!-->…