ଅଭିବୃଦ୍ଧି ହାର ୫.୪%କୁ କମାଇଲା ରିଜର୍ଭ ବ୍ୟାଙ୍କ, ରେପୋ ରେଟ୍ ସ୍ଥିର
ମୁଦ୍ରାସ୍ଫୀତି ଦୃଷ୍ଟିକୋଣରୁ କ୍ରମାଗତ ଏକାଦଶ ଥର ପାଇଁ ଭାରତୀୟ ରିଜର୍ଭ ବ୍ୟାଙ୍କ ତା’ର ଋଣ ହାର ଅପରିବର୍ତ୍ତିତ ରଖିଛି। କିନ୍ତୁ ଚଳିତ ବର୍ଷର ଅଭିବୃଦ୍ଧି ହାର କମାଇ ଦେଇଛି। ଏ ନେଇ ଘୋଷଣା କରିଛନ୍ତି ରିଜର୍ଭ ବ୍ୟାଙ୍କ ଗଭର୍ଣ୍ଣର ଶକ୍ତିକାନ୍ତ ଦାସ। ସେ କହିଛନ୍ତି ଯେ ରିଜର୍ଭ ବ୍ୟାଙ୍କର ୬!-->…